ବୈଜୟନ୍ତଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି

ନୂଆଦିଲ୍ଲୀ,୧୭।୮: ଭାଜପା ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି  ଓମ୍‌ ବିର୍ଲା। ବୈଜୟନ୍ତ ପଣ୍ଡା ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। କମିଟିରେ ଲୋକ ସଭାରୁ ୧୫, ରାଜ୍ୟ ସଭାରୁ ୭ ସଦସ୍ୟଙ୍କୁ ଚୟନ କରାଯାଇଛି।

ଏହି କମିଟି ଗତ ୧୪ ତାରିଖରୁ ନିଜ କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଆସନ୍ତା ବର୍ଷ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଏହା କାର୍ଯ୍ୟକ୍ଷମ ରହିବ।

ଏହି କମିଟିରେ ଲୋକସଭାର ସମୁଦାୟ ୧୫ ଜଣଙ୍କୁ ସାମିଲ କରାଯାଇଛି। ସେମାନଙ୍କ ମଧ୍ୟରେ ଅଛନ୍ତି ବୈଜୟନ୍ତ ପଣ୍ଡା, ତାରିକ ଅନୱାର, ସୁଦୀପ ବନ୍ଦୋପାଧ୍ୟାୟ, ଆର.କେ ଚୌଧୁରୀ, ଚନ୍ଦ୍ରପ୍ରକାଶ ଯୋଶୀ, କାନିମୋଝୀ କରୁଣାନିଧି, କୌଶଳେନ୍ଦ୍ର କୁମାର, ଶଙ୍କର ଲାଲୱାନୀ, ପୁନମବେନ ହେମଥଭାଇ ମାଡାମ ପ୍ରମୁଖ।

 

ଏହାବ୍ୟତୀତ ବି. ୱାଇ ରାଘବେନ୍ଦ୍ର, ମୁକେଶ ରାଜପୁତ, ସୁଖଜିନ୍ଦର ସିଂହ ରାନ୍ଧୱା,   ପ୍ରତାପ ଷଡ଼ଙ୍ଗୀ, କୁଡିକୁନିଲ୍‌ ସୁରେଶ, ପ୍ରଭାକର ରେଡ୍ଡି ଭମରେଡ୍ଡି ପ୍ରମୁଖ ବି ଏହି କମିଟିର ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି।

 

ରାଜ୍ୟସଭାରୁ ୭ ସଦସ୍ୟ ଏହି କମିଟିକୁ ମନୋନୀତ ହୋଇଛନ୍ତି। ସେମାନେ ହେଲେ ନୀରଜ ଡାଙ୍ଗି, ମିଲିନ୍ଦ ମୁରଲି ଦୋରା, ନାରୟଣ ଦାସଗୁପ୍ତା, ଭଗୱତ କରାଡ଼, ସୁରେନ୍ଦ୍ର ସିଂହ ନାଗର, ବିଜେଡି ରାଜ୍ୟସଭା ସଦସ୍ୟ ଦେବାଶିଷ ସାମନ୍ତରାୟ ଓ ଅରୁଣ ସିଂହ।

 


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri