ଶିଶୁଗୃହକୁ ସହାୟତା ଦେଲା ଇକୋରୋ

ଭୁବନେଶ୍ୱର,୧୭।୯: ରାଜ୍ୟର ପ୍ରମୁଖ ସାମାଜିକ ଅନୁଷ୍ଠାନ ଭାବେ ଜଣାଶୁଣା ପୂର୍ବତଟ ରେଳପଥ ମହିଳା କଲ୍ୟାଣ ସଙ୍ଗଠନ (ଇକୋରୋ) ପକ୍ଷରୁ ଦରିଦ୍ର ପିଲାମାନଙ୍କ ଆଶ୍ରୟସ୍ଥଳ ‘ଆଦୃତ’ର ଅନ୍ତେବାସୀମାନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଏପରିକି ଇକୋରୋର ସଭାପତି ଅନୁପମା ଶ୍ରୀବାସ୍ତବ ଶୁକ୍ରବାର ସ୍ଥାନୀୟ କଣ୍ଟାବାଡ଼ଠାରେ ଥିବା ‘ଆଦୃତ’ ପରିଦର୍ଶନରେ ଯାଇଥିଲେ। ଏହି ପରିପ୍ରେକ୍ଷୀରେ ସେ ଆଶ୍ରିତ ପିଲାମାନଙ୍କ ଲାଗି ଉଦ୍ଦିଷ୍ଟ ଶିଶୁଗୃହ ପରିଦର୍ଶନକରି ଅନ୍ତେବାସୀଙ୍କ ସହ ସମୟ ଅତିବାହିତ ସାଙ୍ଗକୁ ସେମାନଙ୍କ ଆବଶ୍ୟକତା ଅନୁଯାୟୀ ଇକୋରୋ ପକ୍ଷରୁ ଏକ ଆରେଞ୍ଜର କି-ବୋର୍ଡ ମଧ୍ୟ ପ୍ରଦାନ କରାଯାଇଥିଲା। ଏହି କି-ବୋର୍ଡ ଅନ୍ତେବାସୀମାନଙ୍କୁ ସେମାନଙ୍କର ସଙ୍ଗୀତ ଅଭ୍ୟାସ ଏବଂ ପ୍ରଦର୍ଶନ ପାଇଁ ବେଶ୍‌ ସହାୟକ ହେବ ବୋଲି ଜଣାପଡିଛି। ଆଦୃତରେ ପ୍ରାୟ ୬୦ଜଣ ଅନ୍ତେବାସୀ ବାସ କରନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଅନ୍ତେବାସୀଙ୍କ ସଂଗୀତ କ୍ଷେତ୍ରରେ ଅନ୍ତର୍ନିହିତ ଗୁଣ ରହିଛି। ଏହି ଅବସରରେ ରେଳପଥ ମହିଳା କଲ୍ୟାଣ ସଙ୍ଗଠନର ସମ୍ପାଦିକା ମନମିତା ମଣ୍ଡଳ ଏବଂ କୋଷାଧ୍ୟକ୍ଷ ଭାରତୀ ନିନାୱେଙ୍କ ସହ ସଙ୍ଗଠନର ଅନ୍ୟ କାର୍ଯ୍ୟନିର୍ବାହୀ ସଦସ୍ୟମାନେ ମଧ୍ୟ ପରିଦର୍ଶନରେ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri