ଦ୍ୱିତୀୟଥର ମା’ ହେବାକୁ ଯାଉଛନ୍ତି ଇଲିଆନା, ନୂଆବର୍ଷରେ ପୋଷ୍ଟ କରି କଲେ ଆଶ୍ଚର୍ଯ୍ୟ

ମୁମ୍ବାଇ: ଦ୍ୱୀତିୟଥର ମା’ ହେବାକୁ ଯାଉଛନ୍ତି ବଲିଉଡ ନାୟିକା ଇଲିଆନା ଡି’କୃଜ୍। ନୂଆବର୍ଷରେ ଇଲିଆନା ସୋସିଆଲ ମିଡିଆରେ କରିଥିବା ଏକ ପୋଷ୍ଟରୁ ଏହି ଚର୍ଚ୍ଚା ହେଉଛି। ପୋଷ୍ଟ କରିଥିବା ଭିଡିଓରେ ଇଲିଆନା ୨୦୨୪ରେ ସମସ୍ତ ଅଭୁଲା ମୁହୂର୍ତ୍ତକୁ ମାନେ ପକାଇବା ସହିତ ୨୦୨୫ କୁ ସ୍ୱାଗତ କରିଛନ୍ତି। ଏହି ଭିଡିଓରେ 2024ର ପ୍ରତ୍ୟେକ ମାସରେ ଘଟିଥିବା ଘଟଣାବଳୀକୁ ସୁନ୍ଦର ଭାବେ ମାତ୍ର କିଛି ସେକେଣ୍ଡରେ ପ୍ରସ୍ତୁତ କରାଯାଇଛି।

ଏହି ଭିଡିଓରେ ଯେତେବେଳେ ଅକ୍ଟୋବର ମାସ ଆସୁଛି ସେତେବେଳେ ଇଲିଆନା ଭବବବିହ୍ଵଳ ହୋଇ ପ୍ରେଗ୍ନେନ୍ସି ଟେଷ୍ଟ କିଟ୍ କୁ କ୍ୟାମେରା ଆଗକୁ ଦେଖାଉଛନ୍ତି। ଭିଡ଼ିଓର ପୋଷ୍ଟରେ ସେ ଲେଖିଛନ୍ତି, ଭଲପାଇବା, ଶାନ୍ତି, ଦୟା। ଆଶା କରୁଛି ୨୦୨୫ ରେ ଆହୁରି ସୁଖ ଶାନ୍ତି ଆସିବ।

 

View this post on Instagram

 

A post shared by Ileana D’Cruz (@ileana_official)

ଯଦିଓ ଇଲିଆନା ତାଙ୍କ କ୍ୟାପ୍ସନରେ ଦ୍ୱିତୀୟ ଗର୍ଭଧାରଣ ବିଷୟରେ ସ୍ପଷ୍ଟ ଭାବରେ ଉଲ୍ଲେଖ କରିନାହାଁନ୍ତି, ପ୍ରଶଂସକମାନେ ତାଙ୍କ ସାଥୀ ମାଇକେଲ୍ ଡୋଲାନଙ୍କ ସହ ଆଉ ଏକ ସନ୍ତାନ ଆଶା କରୁଛନ୍ତି କି ନାହିଁ ତାହା ଅନୁମାନ କରିବାକୁ ତତ୍ପର ହୋଇପଡିଛନ୍ତି। ତାଙ୍କ ପୋଷ୍ଟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜଣେ ପ୍ରଶଂସକ ମନ୍ତବ୍ୟ ଦେଇଛନ୍ତି, “ତୁମେ ପୁଣି ଗର୍ଭବତୀ କି?” ଅନ୍ୟ ଜଣେ ଲେଖିଛନ୍ତି, “ଅପେକ୍ଷା କର … ଅକ୍ଟୋବର … ପୁଣି ଅଭିନନ୍ଦନ !!!”


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri