ଡରୁଛନ୍ତି ଇଲିଆନା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଏବେ ମଦର ହୁଡ ଏନଜୟ କରୁଛନ୍ତି। ଖୁବଶୀଘ୍ର ଏହି ଅଭିନେତ୍ରୀ ମାଆ ହେବାକୁ ଯାଉଛନ୍ତି। ପ୍ରେନ୍ନେସି ମଧ୍ୟରେ ସୋସିଆଲ ମିଡିଆରେ ଖୁବ ଆକ୍ଟିଭ ରହୁଛନ୍ତି ଏହି ଅଭିନେତ୍ରୀ। ସମୟ ସମୟରେ ସେ ତାଙ୍କ ପ୍ରେଗ୍ନେସିର ଅପଡେଟ ବି ଦେଉଛନ୍ତି। ନିକଟରେ ସେ ଟୁଇଟର ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କ ସହ କଥା ହୋଇଛନ୍ତି। ଆକ୍ସ ମି ସେଶନରେ ଇଲିଆନା କିଛି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଏମିତିକି ପ୍ରେଗ୍ନ୍ନେସି ସହିତ ଜଡିତ କିଛି କଥା ହୋଇଥିବା ବେଳେ ଏହି ସମୟରେ ସେ କାହାକୁ ଭୟ କରୁଛନ୍ତି ତାହା ମଧ୍ୟ କହିଛନ୍ତି।
ଏହି ସେଶନରେ କେତେଜଣ ୟୁଜର୍ସ ତାଙ୍କ ଶରୀରର ଓଜନ ବୃଦ୍ଧିକୁ ନେଇ ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ଅଭିନେତ୍ରୀ କହିଥିଲେ ମା ହେବାକୁ ହେଲେ ଶରୀରର ଓଜନ ବଢିଥାଏ, ଯାହାକୁ ମୁଁ ପୂର୍ବରୁ ଭୟ କରୁଥିଲି। ହେଲେ ଏବେ ମୁଁ ମା ହେବାକୁ ଯାଉଛି ଓ ମୋ ଭିତରେ ଏକ ନହ୍ନାସା ଜାନ ପଲ ରହା ହୈ ଏହା ମୋତେ ଖୁବ ଖୁସ ଦେଉଛି। ସତରେ ମା ହେବା ଜର୍ନିଂ ଖୁବ ସୁନ୍ଦର। ତେବେ ତାଙ୍କ ପିଲାର ପ୍ରଥମ ହାର୍ଟବିଟ ଶୁଣିବା କଥା ପଚାରିବାରୁ ସେ କହିଥିଲେ ଏହା ମୋ ପାଇଁ ଅଭୁଲା ମୁହୂର୍ତ୍ତ, ଯାହାକୁ ମୁଁ ଶବ୍ଦରେ ପ୍ରକାଶ କରିପାରିବି ନାହିଁ।
ସୂଚନାଯୋଗ୍ୟ, ଇଲିଆନା ବିବାହ ନ କରି ମାଆ ହେବାକୁ ଯାଉଥିବା ଘୋଷଣା କରିବା ପରେ ସମସ୍ତେ ଚମକି ପଡିଥିଲେ। ହେଲେ ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ଯେ ତାଙ୍କ ପିଲାର ପିତା କିଏ। କୁହାଯାଉଛି କି ସେ ବଲିଉଡ ନାୟିକା କ୍ୟାଟ୍ରିନା କୈଫଙ୍କ ଭାଇ ସେବେଷ୍ଟିୟନ ଲରେଂଟ ମିଶେଲଙ୍କୁ ଡେଟ କରୁଛନ୍ତି। ହେଲେ ଏହା ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ପହଞ୍ଚିବା ପରେ, ତରୁଣ ଚୁଗ ସଂସଦର ପାହାଚରେ ମୁଣ୍ଡିଆ ମାରିଲେ

ନୂଆଦିଲ୍ଲୀ,୨୯।୬: ରାଜ୍ୟ ସଭା ଏମପି ଭାବରେ ଶପଥ ନେବା ପୂର୍ବରୁ, ତରୁଣ ଚୁଗ ସଂସଦ ଭବନର ଫାଟକରେ ମୁଣ୍ଡ ନଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଭାଜପା ତାଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

‘ହର୍ମୁଜକୁ କଣ୍ଟ୍ରୋଲ କରୁଛି ଇରାନୀ ସେନା, କୌଣସି ହସ୍ତକ୍ଷେପକୁ ବରଦାସ୍ତ କରାଯିବ ନାହିଁ,’ ଟ୍ରମ୍ପଙ୍କୁ କଡ଼ା ଭାଷାରେ କହିଲେ ଆରାଘଚି

ତେହରାନ,୨୯।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତି ସତ୍ତ୍ୱେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ଏପର୍ଯ୍ୟନ୍ତ କମି ନାହିଁ। ଏହି ସମୟରେ, ତେହରାନ ସ୍ପଷ୍ଟ କରିଛି ଯେ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ପ୍ରଥମ ଥର ଗଜାନନ ବେଶ ଧାରଣ କଲେ ଶ୍ରୀଜଗନ୍ନାଥ: ନୂତନ ସ୍ନାନମଣ୍ଡପ ପ୍ରତିଷ୍ଠା

ଦାରିଙ୍ଗବାଡି, ୨୯।୬ (ଅରୁଣ ସାହୁ): ପବିତ୍ର ସ୍ନାନଯାତ୍ରା ଅବସରରେ ଶ୍ରୀକ୍ଷେତ୍ର ପୁରୀ ସମେତ ସମଗ୍ର ରାଜ୍ୟରେ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଭକ୍ତିଭାବର ସହ ପାଳିତ ହେଉଥିବା ବେଳେ କନ୍ଧମାଳ…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

୩ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ୬୫ ବର୍ଷୀୟ ବୃଦ୍ଧ, ପରେ ପଥରରେ ଛେଚି ମାରିଦେଲେ

ମୁମ୍ବାଇ,୨୯।୬: ପୁଣେରେ ଜଣେ ତିନି ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀକୁ ମୃତ୍ୟୁଦଣ୍ଡ ଦିଆଯାଇଛି । ପୁଣେର ଏକ ସ୍ୱତନ୍ତ୍ର ଅଦାଲତ ୬୫…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri