ୱାଗନର୍‌ ମୁଖ୍ୟ ଜହର ଦେବାର ଆଶଙ୍କା, ମୁଁ ମୋ ଖାଦ୍ୟ ପ୍ରତି ରହିବି ସତର୍କ, କହିଲେ ବାଇଡେନ…

ମସ୍କୋ,୧୫।୭: ରୁଷିଆର ଭଡ଼ାଟିଆ ସୈନ୍ୟ ଦଳ ଓ୍ବାଗନର ମୁଖ୍ୟ ପ୍ରିଗୋଜିନଙ୍କୁ ଜହର ଦିଆଯିବାର ଆଶଙ୍କା ରହିଛି ବୋଲି ଚର୍ଚ୍ଚା ହେଉଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ବିରୋଧରେ ବିଦ୍ରୋହ କରି ସେ ବିଫଳ ହେବାପରେ ଏହି ଖବର ଏବେ ପ୍ରଚାର ହେଉଛି।

ପୁଟିନଙ୍କ ଏକ ମନ୍ତବ୍ୟ ନେଇ ଏବେ ପ୍ରିଗୋଜିନ ଏବଂ ୱାଗନର୍‌ ଗ୍ରୁପର ଭବିଷ୍ୟତ ନେଇ ସନ୍ଦେହ ହୋଇଛି। ଯେତେବେଳେ ଖବରଦାତା ପୁଟିନଙ୍କୁ ପଚାରିଥିଲେ ୱାଗୟନର ଗ୍ରପ୍‌କୁ ଯୁଦ୍ଧ ୟୁନିଟ ଭାବରେ ସଂରକ୍ଷଣ କରାଯିବ କି ନାହିଁ, ସେତେବେଳେ ସେ କହିଥିଲେ ୱାଗନର୍‌ର କୌଣସି ଅସ୍ଥିତ୍ୱ ନାହିଁ। ପୁଟିନ କହିଛନ୍ତି ବେସରକାରୀ ସାମରିକ ସଂଗଠନ ଉପରେ କୌଣସି ଆଇନ ନାହିଁ। ଏହାର ନିଜର ଅସ୍ଥିତ୍ୱ ହିଁ ନାହିଁ ।

ପୁଟିନଙ୍କ ମନ୍ତବ୍ୟ ବିଷୟରେ ପଚରାଯାଇଥିବା ବେଳେ କ୍ରେମଲିନ କହିଛି ୱାଗନର୍‌ ନାମକ କୌଣସି ଆଇନଗତ ସଂସ୍ଥା ନାହିଁ ଏବଂ ଏହିପରି କମ୍ପାନୀଗୁଡିକର ଆଇନଗତ ସ୍ଥିତି ଜଟିଳ। ଏହାକୁ ବିଚାର କରାଯିବା ଆବଶ୍ୟକ।

ଓ୍ବାଗନର ମୁଖ୍ୟଙ୍କୁ ଜହର ଦିଆଯିବା ଆଶଙ୍କା ପ୍ରକାଶ ପାଇବା ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ପ୍ରିଗୋଜିନ କେଉଁଠାରେ ଅଛନ୍ତି ତାହା ମଧ୍ୟ ଆମେରିକା ଜାଣି ନାହିଁ, କିନ୍ତୁ ତାଙ୍କୁ ଜହର ଦିଆଯାଇପାରେ। ହ୍ବାଓଟ ହାଉସ ଅନୁଯାୟୀ ବାଇଡେନ କହିଛନ୍ତି ଯଦି ମୁଁ ତାଙ୍କ ସ୍ଥାନରେ ଥାଆନ୍ତି, ତେବେ ମୁଁ ଯାହା ଖାଇବି ସେଥିପ୍ରତି ଧ୍ୟାନ ଦେଇଥାନ୍ତି। ମୁଁ ମୋର ମେନୁ ଉପରେ ନଜର ରଖେ। ଏଣିକି ଅଧିକ ସତର୍କ ରହିବି।

 


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

ଆମେରିକା- ଇରାନ ମଧ୍ୟରେ ପୁଣି ହେବ ଯୁଦ୍ଧ? ହର୍ମୁଜରେ ୧୦ ଲକ୍ଷ ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ଇରାନ

ତେହରାନ,୨୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଶାନ୍ତି ଚୁକ୍ତିନାମା ବିଷୟରେ ଆଲୋଚନା ହେଉଥିଲେ ମଧ୍ୟ, ଉଭୟ ଦେଶ ପରସ୍ପର ଉପରେ…

ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’

ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି…

ଅନିଶ୍ଚିତତାରେ ଆଖଡ଼ାଶାଳି ପ୍ରସ୍ତାବିତ ନଦୀଭିତ୍ତିକ ବନ୍ଦର, ଭାଜପା ସରକାର ଗଠନ ପରେ ବି ରାଜନେତାମାନେ ଚୁପ୍‌

କେନ୍ଦ୍ରାପଡ଼ା,୨୬ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଆଖଡ଼ାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପିପିପି ମୋଡ୍‌ରେ ପାରାଦୀପ ପୋର୍ଟ ଏହାର…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର…

ନିଜ କାର୍ଯ୍ୟକୁ ଫେରିଲେ ସରପଞ୍ଚ ଚାମେଲୀ ଓଝା, ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରି…

ମହାକାଳପଡ଼ା, ୨୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରୀ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ରୋକାଯିବା ଓ କରାଯାଇଥିବା କାମର ବିଲ୍‌ ପ୍ରଦାନ କରାଯାଉ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri