Posted inଜାତୀୟ

ମୁଖ୍ୟମନ୍ତ୍ରୀ ହେବି, ନହେଲେ ଘରେ ବସିବି

ଡେରାଡୁନ,୧୯।୨: ସଦ୍ୟ ଅନୁଷ୍ଠିତ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ଫଳ ନ ଆସୁଣୁ ମୁଖ୍ୟମନ୍ତ୍ରୀ ଚୌକି ପାଇଁ କଂଗ୍ରେସରେ କନ୍ଦଳ ଆରମ୍ଭ ହୋଇଗଲାଣି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ହରିଶ୍‌ ରାଓ୍ବତ୍‌ ଏନେଇ ପୂର୍ବତନ ପିସିସି ସଭାପତି ପ୍ରୀତମ୍‌ ସିଂଙ୍କ ସହ ମୁହାଁମୁହିଁ ହୋଇଛନ୍ତି।
ଉତ୍ତରାଖଣ୍ଡ ବିଧାନସଭାର ୭୦ ଆସନ ଲାଗି ଗତ ୧୪ରେ ମତଦାନ ହୋଇଥିଲା। ମାର୍ଚ୍ଚ ୧୦ରେ ଭୋଟ ଗଣତି ପରେ ଫଳାଫଳ ଆସିବ। ହେଲେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଶାୟୀଙ୍କ ମଧ୍ୟରେ ବିବାଦ ଦେଖାଦେଲାଣି। ରାଜ୍ୟରେ କଂଗ୍ରେସ କ୍ଷମତାକୁ ଆସିଲେ କିଏ ମୁଖ୍ୟମନ୍ତ୍ରୀ ହେବେ ବୋଲି ଶୁକ୍ରବାର ଖବରଦାତାମାନେ ହରିଶ ରାଓ୍ବତ୍‌ଙ୍କୁ ପ୍ରଶ୍ନ କରିଥିଲେ। ରାଓ୍ବତ୍‌ କହିଥିଲେ, ସେ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କୁ ମୁଖ୍ୟମନ୍ତ୍ରୀ କରା ନ ଗଲେ ସେ ଘରେ ବସିରହିବାକୁ ଉଚିତ ମଣିବେ। ପ୍ରୀତମ୍‌ ସିଂ ଜବାବରେ କହିଛନ୍ତି, କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ହାଇକମାଣ୍ଡ ସ୍ଥିର କରିବେ। ପରମ୍ପରା ଅନୁସାରେ ଦଳୀୟ ବିଧାୟକମାନେ ଜଣେ ବ୍ୟକ୍ତିଙ୍କ ସପକ୍ଷରେ ସହମତି ଦେବେ। ପରେ ଦଳୀୟ ନେତୃତ୍ୱ ସେହି ନାମ ଉପରେ ମୋହର ମାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri