Posted inଜାତୀୟ

‘ମାଫିଆଙ୍କୁ ପୋତିଦେବି’

ଭୋପାଳ, ୨୭।୧୨ : ମଧ୍ୟପ୍ରଦେଶରେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ମାଫିଆମାନଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଡ଼ା ଚେତାବନୀ ଦେଇଛନ୍ତି। ଯଦି ସେମାନେ ରାଜ୍ୟ ଛାଡ଼ି ନ ଯାଆନ୍ତି, ତେବେ ୧୦ ଫୁଟ ଗଭୀରରେ ପୋତିଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀକୁ ସ୍ମରଣୀୟ କରିବା ଲାଗି ଆୟୋଜିତ ସୁଶାସନ ଦିବସ ଉତ୍ସବ ଅବସରରେ ଉଦ୍‌ବୋଧନ ଦେଇ ଶିବରାଜ କହିଥିଲେ, ମାଫିଆମାନେ ତୁରନ୍ତ ରାଜ୍ୟ ଛାଡ଼ି ପଳାଇଯାଆନ୍ତୁ। ନହେଲେ ସେମାନଙ୍କୁ ୧୦ ଫୁଟ ଗଭୀର ଗାତରେ ପୋତିଦିଆଯିବ ଓ ସେମାନଙ୍କ ପତ୍ତା ମିଳିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମେଲାନିଆଙ୍କ ଜୀବନଶୈଳୀ : ୩ ଲକ୍ଷ ଟଙ୍କାର ମେକ୍‌ ଅପ୍‌; ଦେଢ଼କୋଟିର ଡ୍ରେସ୍‌

ନୂଆଦିଲ୍ଲୀ,୨୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସ୍ତ୍ରୀ ମେଲାନିଆଙ୍କ ଜୀବନଶୈଳୀ ଅତି ବିଳାସପୂର୍ଣ୍ଣ। ପ୍ରତିଦିନ ତାଙ୍କର ମେକ୍‌ଅପ୍‌ରେ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ। ଏଥିପାଇଁ...

ମହମବତୀ ଆଲୋକରେ ଭୋଟ ଦେଲେ ଭୋଟର

ପୁଣେ,୨୧।୧୦: ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ପୁଣେର ଶିବାଜୀନଗର ମତଦାନ କେନ୍ଦ୍ରରେ ବିଦ୍ୟୁତ୍‌ ଆଲୋକ ଚାଲିଯିବାରୁ ଏକ ଅଭାବନୀୟ ପରିସ୍ଥିତି...

ବିଗ୍‌ ବି’ଙ୍କ ବଙ୍ଗଳାରେ ବୋମା, ପୋଲିସ କଣ୍ଟ୍ରୋଲ ରୁମକୁ ଅଜଣା କଲ୍‌…

ମୁମ୍ବାଇ,୭।୮: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ ବଙ୍ଗଳାରେ ବୋମା ରହିଛି। ଏନେଇ ଏକ ଫୋନ କଲ ଆସିବା ପରେ ପୋଲିସ କଣ୍ଟ୍ରୋଲ ରୁମ୍‌ରେ ଉତ୍ତେଜନା ପ୍ରକାଶ...

ସଂକ୍ରମଣରେ ସାମାନ୍ୟ ବ୍ରେକ୍‌…

ନୂଆଦିଲ୍ଲୀ, ୭।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

‘ଭାରତ ପରିବହନ ବିମାନର ଏକ ପ୍ରମୁଖ ଉତ୍ପାଦକ ହେବ’

ନୂଆଦିଲ୍ଲୀ,୩୦ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜରାଟର ବଡ଼ଦୋରାଠାରେ ସି-୨୯୫ ପରିବହନ ବିମାନ ଉତ୍ପାଦନ ସୁବିଧାର ମୂଳଦୁଆ ପକାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ କହିଛନ୍ତି, ଭାରତୀୟ...

ଜେଲରେ ପରସ୍ପରକୁ ଭେଟି ପାରିବେନି ସିସୋଡିଆ-ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆ ଏବଂ ମନି ଲଣ୍ଡରିଂ ମାମଲାରେ ଗିରଫ ଥିବା ପୂର୍ବତନ ମନ୍ତ୍ରୀ...

ମିଛ ଏନ୍‌କାଉଣ୍ଟର ଧରାପଡ଼ିଲା

ନୂଆଦିଲ୍ଲୀ/ହାଇଦ୍ରାବାଦ,୨୧ା୫: ୨୦୧୯ ଡିସେମ୍ବର ୬ ସକାଳେ ଲୋକଙ୍କ ନିଦ ଭାଙ୍ଗି ନ ଥିବାବେଳେ ହାଇଦ୍ରାବାଦ ପୋଲିସ ଗୁଳିରେ ମରିସାରିଥିଲେ ୪ ଅଭିଯୁକ୍ତ। ଜଣେ ମହିଳା ପ୍ରାଣୀ...

ହାରିଗଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଫଳାଫଳ ଆସିବାରେ ଲାଗିଛି। ଭାଜପା ମ୍ୟାଜିକ ନମ୍ବରଠାରୁ ଯଥେଷ୍ଟ ଅଧିକ ଆସନରେ ଆଗୁଆ ରହିଛି। ଏଭଳି ସ୍ଥିତିରେ ଭାଜପା ଛାଡି...

Advertisement
Archives

Model This Week