ଧରାପଡ଼ିବା ଭୟରେ ଘର ମାଲିକଙ୍କୁ ମାରିଦେଲେ

ବରୀ,୨୭।୯(ଡି.ଏନ୍‌.ଏ.): ଚୋରି କରିବାକୁ ଯାଇ ଧରାପଡ଼ିବା ଭୟରେ ଘର ମାଲିକଙ୍କୁ ମାରିଦେଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଟିଟିଛି ଯାଜପୁର ଜିଲା ବରୀ ବ୍ଲକ ଚଟୁମାରି ଗ୍ରାମରେ। ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରିବାକୁ ଯାଇ ଘର ମାଲିକଙ୍କୁ ଆକ୍ରମଣ କରିଥିଲେ। ଫଳରେ ଘର ମାଲିକ ବିଶ୍ୱ ରଞ୍ଜନ ବିଶ୍ୱାଳ ଗୁରୁତର ହୋଇ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
ସୂଚନାନୁଯାୟୀ, ତେତେକ ଦୁବୃର୍ତ୍ତ ବିଶ୍ୱ ରଞ୍ଜନଙ୍କ ଘରେ ଚୋରି କରିବାକୁ ପଶିଥିଲେ। ସେହି ସମୟରେ ବିଶ୍ୱରଞ୍ଜନ ସେମାନଙ୍କୁ ବିରୋଧ କରିବା ବେଳେ ଦୁବୃର୍ତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ। ଖବରପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିହୀନ ହୋଇ ବି ହାରିନାହାନ୍ତି

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଦୃଷ୍ଟି ହୀନ ହୋଇବି କେବେ ହାର ମାନି ନାହାନ୍ତି ନିବେଦିତା। ନିଜେ ଦେଖିପାରୁ ନ ଥିଲେ ବି ଅନ୍ୟ ମାନଙ୍କୁ ଶିକ୍ଷାର ଆଲୋକ...

୨୫.୬୫ ଲକ୍ଷ ଉପଭୋକ୍ତା ଖାଇବେ ବଟିକା

କଟକ ଅଫିସ,୧୦ା୨: ସାର୍ବଜନୀନ ବାତଜ୍ୱର ଔଷଧ ସେବନ କାର୍ଯ୍ୟକ୍ରମ ନିମନ୍ତେ ଏକ ବୈଠକ ଜିଲା ସ୍ବାସ୍ଥ୍ୟ ବିଭାଗ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା...

ଫେଲ ମାରିଛେ ଜଲ ଯୋଗାଣ ପ୍ରକଳ୍ପ

ରିଷିଡା, ୧୩।୩ (ଡି.ଏନ୍‌.ଏ.)-  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାକେ ପାଇପ ପାଏନ୍‌ ଯୁଗେଇ ଦେବାର ଲାଗି ତେଲନଦୀରୁ ବେବସ୍‌ତା କରାଯାଇଛେ। ସେନ୍‌ତା ପାଏନ୍‌ ରଖବାର...

ଆନ୍ଦୋଳନର ପଞ୍ଚମ ଦିନରେ ଚାଷୀଙ୍କ ନିଆରା ପ୍ରତିବାଦ

ତରଭା, ୨୯ା୨(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ଆଞ୍ଚଳିକ କୃଷକ ସଂଗଠନ ଆନୁକୂଲ୍ୟରେ ଚାଲିଥିବା ଚାଷୀ ଆନ୍ଦୋଳନ ପଞ୍ଚମ ଦିନରେ ପହଞ୍ଚିଛି ା ଶୁକ୍ରବାର ପ୍ରଶାସନର...

ମହାନଦୀରେ ଅଜଣା ମୃତଦେହ

ସାଲେପୁର,୧୩।୧୨(ଡି.ଏନ୍‌.ଏ.): କଟକ ଜିଲା କିଶନନଗର କାଳିକାପୁର ମହାନଦୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବାର ଦେଖି...

ଉଦ୍‌ଘାଟନର ୭ମାସରେ ଦବିଲାଣି ପୋଲ

ଝରିଗାଁ, ୧୦।୮(ସ୍ବ.ପ୍ର.):  ଦୁର୍ଗମ ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଥିବା ବେଳେ ଉପାନ୍ତ ଯୋଜନାକୁ ନେଇ ଅଞ୍ଚଳବାସୀଙ୍କ ମୁହଁରେ ହସ ଫୁଟିଥିଲା। କାର୍ଯ୍ୟଟିକୁ...

ଦୁର୍ଘଟଣାରେ ଗଲା ଶିଶୁକନ୍ୟାଙ୍କ ଜୀବନ, ଟ୍ରକ ଜାଳି ଦେଲେ ଲୋକେ

ଝାରସୁଗୁଡ଼ା ଅଫିସ,୨୦।୮: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ରାସ୍ତାର ଛତ୍ରିଆକଣ୍ଟା ଗ୍ରାମ ନିକଟରେ ଶୁକ୍ରବାର ରାତିରେ ଏକ ମାଲବୋଝେଇ ଟ୍ରକ ବାଇକ୍‌କୁ ଧକ୍କା ଦେଇଥିଲା। ଏଥିରେ...

ବରଗଡ଼ରେ ପୁଣି ୯୯ ନୂଆ କରୋନା ଆକ୍ରାନ୍ତ, ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧ା୧୧: ବରଗଡ଼ ଜିଲାରେ ରବିବାର ପୁଣି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରେ ୬ ଶିଶୁଙ୍କ ସମେତ ୩୩ ମହିଳା...

Advertisement
Archives

Model This Week