ବେଆଇନ ଜଙ୍ଗଲ କାଟି ମକାଚାଷ, ୨ ଜଣଙ୍କୁ ୧୫ ହଜାର ଟଙ୍କା ଲେଖାଏ ଜରିମାନା

କୋକସରା,୧୫ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଅମପାଣି ବିରିମୁହାଣ ଜଙ୍ଗଲରେ ଟ୍ରାକ୍ଟର ଲଙ୍ଗଲ କରୁଥିବା ସମୟରେ ବନବିଭାଗ, ଟ୍ରାକ୍ଟର ଜବତ କରିବା ସହ ୧୫ ହଜାର ଟଙ୍କା ଲେଖାଏ ଦୁଇ ଜଣକୁ ଜରିମାନା କରିଥିବା ସୂଚନା ମିଳିଛି। ଦୁଇ ଜଣ ହେଲେ ନବରଙ୍ଗରପୁର ଜିଲା ଝରିଗାଁ ଥାନା ସାହେବଗୁଡ଼ା ଗାଁର ଜୟଦେବ ଭତରା (୨୭) ଓ ଯୋଗେନ୍ଦ୍ର ପୂଜାରୀ (୨୩) ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନବରଙ୍ଗପୁର ଜିଲାରୁ ଆସି ସାହଜଖୋଲ ସଂରକ୍ଷିତ ଜଙ୍ଗଲରେ ଥିବା ବିଭିନ୍ନ ଅଞ୍ଚଳରେ ଜଙ୍ଗଲ କାଟିବା ସହ ବଙ୍ଗାଳି, ବିହାରୀମାନଙ୍କ ସାହାଯ୍ୟରେ ମକାଚାଷ କରି ହଜାର ହଜାର ହେକ୍ଟର ଜଙ୍ଗଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି। ଏନେଇ ଆମପାଣି ବନପାଳ ମନୀଷା ପଟ୍ଟନାୟକ ଏକ ଟିମ୍‌ ସହ ପହଞ୍ଚି ଟ୍ରାକ୍ଟର ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

ବରଗଡ଼ରେ ପତାକା ଉତ୍ତୋଳନ କଲେ ଜିଲାପାଳ: ଆତ୍ମନିର୍ଭର, ସଶକ୍ତ ଓ ବିକଶିତ ଭାରତ ଗଢ଼ିବା ଆହ୍ବାନ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଶନିବାର ଜିଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri