ଚାଲିଥିଲା ବେଆଇନ ଦେଶୀ ମହୁଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ପାଟଣା,୨୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ହୀରାପଶି ଗ୍ରାମରେ ବେଆଇନ ଦେଶୀ ମହୁଲି ମଦ ପ୍ରସ୍ତୁତ ସମୟରେ ତୁରୁମୁଙ୍ଗା ପୋଲିସ ଚଢାଉ କରିଛି। ଥାନା ଅଧିକାରୀ ଦୀପ୍ତି ରଞ୍ଜନ ସାହୁଙ୍କ ନେତୃତ୍ୱରେ ଶୁକ୍ରବାର ଚଢାଉ କରାଯାଇ ଲକ୍ଷାଧିକ ଟଙ୍କାର ମହୁଲି ପୋଚକୁ ନଷ୍ଟ କରାଯାଇଛି। ଚଢ଼ାଉ ଦେଖି ମଦ ମାଫିଆମାନେ ଛତ୍ରଭଙ୍ଗ ଦେଇ ଫେରାର୍‌ ହୋଇ ଯାଇଥିଲେ। ମଦ ମାଫିଆମାନେ ମାଟି ତଳେ ଗାତ କରି ମହୁଲ ପଚକୁ ରଖିଥିଲେ। ଏଠାରେ ବେଆଇନ ଦେଶୀ ମହୁଲି ମଦ ପ୍ରସ୍ତୁତ କରି ଆଖପାଖ ଅଞ୍ଚଳକୁ ଚାଲାଣ କରୁଥିଲେ। ଚଢ଼ାଉରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ସହ ତୁରୁମୁଙ୍ଗା ପୋଲିସ ସାମିଲ କର୍ମଚାରୀ ସାମିଲ ହୋଇଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଆସିଲା ସଙ୍ଗୀନ ଅଭିଯୋଗ: ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଏମିତି କରିବା ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୧୨।୩: ଟିମ ଇଣ୍ଡିଆ ଲଗାତାର ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଛି। ଟିମ ଇଣ୍ଡିଆ ଅହମ୍ମଦାବାଦରେ ଖେଳାଯାଇଥିବା ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ରେକର୍ଡ ତୃତୀୟ…

ଧାନବିକ୍ରି ସମସ୍ୟା ଅସମାହିତ, ଆନ୍ଦୋଳନ ତୀବ୍ର: ପାକ୍ସ କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ବରଗଡ଼/ଭେଡ଼େନ,୧୨।୩(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ):ବରଗଡ଼ ଜିଲାରେ ରବି ଧାନ କିଣାବିକା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ଖରିଫ୍‌ରେ…

ଯୁଦ୍ଧ ଭିତରେ ପାକିସ୍ତାନକୁ ନେଇ ଆମେରିକା କଲା ବଡ଼ ଘୋଷଣା, ବିଶ୍ୱରେ ପଡିଗଲା ଚହଳ!

ଓ଼୍ବାଶିଂଟନ,୧୨।୩: ଇରାନରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆମେରିକାର ବୈଦେଶିକ ବିଭାଗ ପାକିସ୍ତାନର ପେଶାୱରରେ ଥିବା ଆମେରିକୀୟ କନସୁଲେଟ…

ଭାରତକୁ ଫେରୁଥିବା ଜାହାଜ ଉପରେ ବଡ଼ ଆଟାକ୍‌, ଅନେକ ଭାରତୀୟଙ୍କ…

ନୂଆଦିଲ୍ଲୀ,୧୨।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷରେ ଦୁଇଜଣ ଭାରତୀୟ ନାଗରିକଙ୍କ ମୃତ୍ୟୁ ଘଟିଛି ଏବଂ ଜଣେ ନିଖୋଜ ଅଛନ୍ତି। ଭାରତ…

ପ୍ରେମିକଙ୍କୁ ବିବାହ କଲେ ଭାଇରାଲ ଗର୍ଲ ମୋନାଲିସା: ବାପାଙ୍କ ନାଁରେ ଆଣିଲେ ସାଂଘାତିକ ଅଭିଯୋଗ

ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ସେ ପ୍ରେମିକ ଫରମାନ ଖାନଙ୍କୁ ବିବାହ କରିଛନ୍ତି। ମୋନାଲିସା ଅରୁମାନୁର ମନ୍ଦିରରେ ଫରମାନଙ୍କୁ ବିବାହ କରିଥିଲେ।…

ଯୁଦ୍ଧ ଭିତରେ ଚାଇନା ପାଇଁ ଭାରତ କଲା ଏମିତି କାମ, କାବା ହେଇଗଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୨।୩: ନୂଆଦିଲ୍ଲୀର ନିବେଶ ସଚିବ କହିଛନ୍ତି ଯେ ଭାରତ ଏକ ଫାଷ୍ଟ-ଟ୍ରାକ ଅନୁମୋଦନ ବ୍ୟବସ୍ଥା ମାଧ୍ୟମରେ ଅଧିକ କ୍ଷେତ୍ରରେ ଚାଇନା ନିବେଶକୁ ଅନୁମତି ଦେବ। ଅମରଦୀପ ସିଂହ…

ଦୁଇ ଭିନ୍ନ ଦେଶ

ଚାଇନା ଓ ଭାରତକୁ ବହୁ ସମୟରେ ରାଜନୈତିକ ରୂପେ ସ୍ୱତନ୍ତ୍ର ତଥା ବିକାଶଶୀଳ ଦେଶ ଭାବେ ତୁଳନା କରାଯାଏ। ତାହା ଭ୍ରମାତ୍ମକ। ଚାଇନା ହେଉଛି ସର୍ୱପ୍ରଥମ ଓ…

ଯୁଦ୍ଧ ଭିତରେ ଭାରତକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ, ଚମକି ପଡିଲା ଚାଇନା

ନୂଆଦିଲ୍‌ଲୀ,୧୨।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ତାର ଶକ୍ତି ଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ରୁଷିଆରୁ ତୈଳ କ୍ରୟ ପୁନଃ ଆରମ୍ଭ କରିବାକୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri