ବୈତରଣୀ ନଦୀରୁ ବେଆଇନ ବାଲି ଚାଲାଣ

କେନ୍ଦୁଝର,୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ କିଆପଡ଼ା ଗ୍ରାମ ନିକଟ ବୈତରଣୀ ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଧରପଗଡ଼ ହେଉ ନ ଥିବାରୁ ସ୍ଥାନୀୟ ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହି ବାଲି ଚାଲାଣ କରି ବିଭିନ୍ନ ଅଞ୍ଚଳକୁ ଯାଉଥିଲେ ହେଁ ରାଜସ୍ବ କିମ୍ବା ପୋଲିସ ବିଭାଗ ଚୁପ୍‌ ବସିଛି। ଏବେ ଉକ୍ତ ନଦୀ କୂଳରେ ଓ ପାଖ ଗ୍ରାମରେ ବହୁ ପରିମାଣରେ ବାଲି ଜମା ରହିଥିବାରୁ ଚଢ଼ାଉ କରି ଜବତ କରିବାକୁ ଦାବି ହେଉଛି। ଏନେଇ ଜିଲାପାଳ ଆଶିଷ ଠାକରେ ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଉପରକୁ ଗୁଳିମାଡ: ଗୁରୁତର ଅବସ୍ଥାରେ ଆଇଜିଏଚ୍‌ରେ ଭର୍ତ୍ତି

ସୁନ୍ଦରଗଡ଼/ବେଦବ୍ୟାସ (ଡି.ଏନ୍‌.ଏ)/ ରାଉରକେଲା ଅଫିସ୍‌ ୧୫।୧୨ – ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଘଟୋଲାଠାରେ ସୋମବାର ରାତି ସାଢେ ୮ଟାରେ ମହିଳାଙ୍କ ଉପରକୁ ଗୁଳିମାଡ଼ ହୋଇଛି।...

ଧାମନଗର ଉପନିର୍ବାଚନ: ଆଜି ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ

ଭଦ୍ରକ ଅଫିସ,୧୭ା୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ। ତେବେ ଆଜି ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।...

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ...

ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀ ମୃତ: ମୃତଦେହ ରଖି ରାସ୍ତାରୋକୋ

ବନ୍ତ,୯।୧(ଡି.ଏନ୍‌.ଏ): ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ସୋମବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କ ମୃତ୍ୟୁ ଘଟିଛି। ମୃତକ...

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି।...

ଅଣକୃଷି ଉତ୍ପାଦକ ସଙ୍ଗଠନକୁ ନାବାର୍ଡର ଅଣଦେଖା

ରସୁଲପୁର,୨୪ା୯(ଡି.ଏନ୍‌.ଏ): ରସୁଲପୁର ବ୍ଲକ ପ୍ରଥମାଖଣ୍ଡି ପଞ୍ଚାୟତ ଅଧୀନ ଗୋପାଳପୁର ଗାଁକୁ ୧୭ ତାରିଖରେ ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)ର ଅଧ୍ୟକ୍ଷ ଡ....

ମହାନଦୀ ଜଳସ୍ତର : ୨ଦିନ ଧରି ରାସ୍ତା ଉପରେ ବନ୍ୟାଜଳ

ଗଣିଆ,୯ା୯ (ଡି.ଏନ.ଏ.): ଗତ ୪ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।ତେବେ ଗତ ଶନିବାର ଅପରାହ୍ନରେ ମହାନଦୀରେ ବନ୍ୟାପାଣି...

ଗୋପରେ ନିଜାମୁଦ୍ଦିନରୁ ଫେରନ୍ତା ଚିହ୍ନଟ

ଗୋପ,୧।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କେତେଜଣ ବ୍ୟକ୍ତି ଯୋଗଦେଇଥିଲେ। ଇତିମଧ୍ୟରେ ଗୋପର ୨ଜଣ ବ୍ୟକ୍ତି...

Advertisement
Archives

Model This Week