ମନ୍ଦିର ଜମିରେ ବେଆଇନ ଦଖଲ: ଗୃହ ନିର୍ମାଣକୁ ବିରୋଧ, ଦେବୋତ୍ତର କମିଶନକୁ ସ୍ମାରକପତ୍ର

ଦିଗପହଣ୍ଡି,୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବସ୍‌ଷ୍ଟାଣ୍ଡଠାରୁ ପୁଞ୍ଜିକୟାଁ ଛକ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ଦିଗପହଣ୍ଡି ମୌଜା ଖାତା ନଂ.୬୯୧ ଅନୁଯାୟୀ ରାଧାକାନ୍ତ ମହାପ୍ରଭୁ ବିଜେଙ୍କ ନାଁ ରେ ରେକର୍ଡଭୁକ୍ତ ଥିବା ଚାଷଜମିକୁ ୧୯୫୧ ଓଡ଼ିଶା ହିନ୍ଦୁ ଧାର୍ମିକ ଦେବୋତ୍ତର ଆଇନର ଧାରା – ୨ର ବିରୁଦ୍ଧାଚରଣ କରି କିଛି ବ୍ୟକ୍ତି ବେଆଇନ ଭାବେ ଜବରଦଖଲ କରି ଗୃହ ଓ ଦୋକାନ ଗୃହ ନିର୍ମାଣ ଚଳାଇଛନ୍ତି। ରାଜ୍ୟ ଦେବୋତ୍ତର ଆଇନର ଧାରା-୧୯ ଅନୁଯାୟୀ କୌଣସି ଦେବୋତ୍ତର ଭୂ- ସମ୍ପତ୍ତି କ୍ରୟ ବିକ୍ରୟ ବନ୍ଧକ ହୋଇପାରିବ ନାହିଁ। ଦେବୋତ୍ତର ଭୂ- ସମ୍ପତ୍ତିକୁ ବେଆଇନ ଜବରଦଖଲ କରି ସେଥିରେ ଗୃହ ନିର୍ମାଣ କରାଯିବା ବିରୋଧରେ ସହରର ବହୁ ସଚେତନ ଜନସାଧାରଣ ରାଜ୍ୟ ଦେବୋତ୍ତର କମିଶନର ଏବଂ ବ୍ରହ୍ମପୁରସ୍ଥିତ ସହକାରୀ ଦେବୋତ୍ତର କମିଶନରଙ୍କ ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟରାସ୍ତା କଡ଼ରେ ଥିବା ଦେବୋତ୍ତର ଜମିକୁ ଜବରଦଖଲ କରି ଗୃହ ନିର୍ମାଣ କରାଯାଉଥିବା କାରଣରୁ ପଛ ଭାଗରେ ଥିବା ଅନ୍ୟ ଚାଷଜମିକୁ ଚାଷୀମାନେ ଚାଷକାର୍ଯ୍ୟ ନିମନ୍ତେ ଚାଷ ଉପକରଣ ହଳ ଶଗଡ଼ ନେବାରେ ଘୋର ଅସୁବିଧା ଭୋଗୁଛନ୍ତି। ଏନେଇ ରାଜ୍ୟ ଦେବୋତ୍ତର ବିଭାଗ କର୍ତ୍ତୃପକ୍ଷ ଦୃଷ୍ଟି ଦେବା ସହ ମହାପ୍ରଭୁଙ୍କ ନାଁରେ ଥିବା ଚାଷଜମିରୁ ଦେବୋତ୍ତର ଆଇନର ଧାରା-୨୫ ଅନୁଯାୟୀ ଜବରଦଖଲ ଉଚ୍ଛେଦ କରିବା ସହ ଜବରଦଖଲକାରୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନେବାକୁ ସ୍ମାରକପତ୍ରରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri