କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ ନିୟମ ମୁତାବକ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଗୁଡିକରେ ପ୍ରଥମେ ରାଜସ୍ବ ଫିସ ଜମା କରି ଇଟା ତିଆରି କରିବା କଥା ଓ ଇଟାଭାଟି କ୍ଷମତା ଅନୁସାରେ ରାଜସ୍ବର ପରିମାଣ ଭିନ୍ନ ଭିନ୍ନ ହୋଇଥାଏ। କିନ୍ତୁ ଏହି ଇଟା ବେପାରୀ ତହସିଲ ବିଭାଗର ବିନା ଅନୁମତିରେ ନଦୀ ପଠାର ଜମିରେ ଲକ୍ଷ ଲକ୍ଷ ଇଟା ତିଆରି କରି ପୋଡୁଥିବା ଦେଖିବାକୁ ମିଲିଛି। ପ୍ରତିବର୍ଷ ଏହି ଅଞ୍ଚଳରେ ଅନେକ ଇଟା ବେପାରି ବେଆଇନ ଭାବରେ ଇଟା ତିଆରି କରିଆସୁଛନ୍ତି। ଏବେ ମଧ୍ୟ କାଉଡୋଲା ନଦୀ ପଠାରେ ଦୀର୍ଘ ଦିନରୁ ଇଟା ବେପାରି ଜଣକ ଲକ୍ଷ ଲକ୍ଷ ଇଟା ତିଆରି କରି ମାଲାମାଲ ହେଉଥିବା ବେଳେ ସରକାରଙ୍କ ଲକ୍ଷାଧିକ ଟଙ୍କା ରାଜସ୍ବ ହାନୀ ହେଉଛି। ଏନେଇ କୋକସରା ତହସିଲଦାର ମନୋଜ ପାଢିଙ୍କୁ ପଚାରିବାରୁ ଘଟଣା ମୋ ନଜରକୁ ଆସିଛି। ଖୁବ୍‌ ଶୀଘ୍ର ବେଆଇନ ଇଟାଭାଟି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri