ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା ନେଇ ଗ୍ରାମବାସୀ ଉଚ୍ଚ ନ୍ୟାୟାଳୟରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିଭୂମି ଉଚ୍ଚ ନ୍ୟାୟାଳୟ ଉକ୍ତ ବେଆଇନ ନିର୍ମାଣକୁ ଉଚ୍ଛେଦ କରିବାକୁ ନୋଟିସ କରିଥିଲେ। ନୋଟିସ ଅନୁସାରେ ମହାକାଳପଡା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ନୋଟିସ ଦିଆଯାଇଥିବା ରମାକାନ୍ତ ତ୍ରିପାଠୀ, ସୁଶାନ୍ତ କୁମାର ତ୍ରିପାଠୀ, ସୋମନାଥ ତ୍ରିପାଠୀ, ସରସ୍ବତୀ ଜେନା, ଓମ୍‌ ପ୍ରକାଶ ଜେନା, ପ୍ରଶାନ୍ତ ଦାସ, ଶରତ ରାଉତ, ସୁଧାଂଶୁ ଭୂଷଣ ନନ୍ଦ, ମନ୍ମଥ କୁମାର ତ୍ରିପାଠୀଙ୍କ ୯ଟି ଗୃହକୁ ଉଚ୍ଛେଦ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥତିକୁ ଦୃଷ୍ଟିରେ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri