ବେଆଇନ ବନ୍ଧୁକ କାରଖାନା ଠାବ : ୪ ଦେଶୀ ବନ୍ଧୁକ ଜବତ, ଜନେ ଗିରଫ

ନୟାଗଡ଼ ଅଫିସ,୧୪।୩: ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ବାହାଡ଼ଝୋଲା ଫାଣ୍ଡି ଡିମିରିପଲିରେ ଏକ ବେଆଇନ ବନ୍ଧୁକ କାରଖାନା ଠାବ ହୋଇଛି। ଗଞ୍ଜାମ ଜିଲାର ଜଗନ୍ନାଥପ୍ରସାଦ ଥାନା ପୋଲିସ ୪ଟି ଦେଶୀ ବନ୍ଧୁକ ଜବତ କରିଥିବାବେଳେ ଡିମିରିପଲିର ମୋହନ ମଲ୍ଲିକଙ୍କୁ ଗିରଫ କରିଛି।
ଡିମିରିପଲ୍ଲୀ ଅଞ୍ଚଳରେ ଦୀର୍ଘଦିନ ଧରି ବେଆଇନ ବନ୍ଧୁକ କାରଖାନା ଚାଲୁଥିବାର ଅଭିଯୋଗ ହୋଇ ଆସୁଥିଲା। ଚଢ଼ାଉରେ ୪ଟି ଦେଶୀ ବନ୍ଧୁକ ସମେତ ବନ୍ଧୁକ ନିର୍ମାଣ ଲାଗି ଆବଶ୍ୟକ ସରଞ୍ଜାମ ମଧ୍ୟ ଜବତ ହୋଇଛି। ଏହି ଚଢ଼ାଉରେ ଜଗନ୍ନାଥପ୍ରସାଦ ଥାନାଧିକାରୀ ଦିଲୀପ କୁମାର ସ୍ବାଁଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri