ବେଆଇନ ଗଞ୍ଜେଇ ଜବତ ଘଟଣା:ଜେଲ ଗଲେ ଦୁଇ ଅଭିଯୁକ୍ତ

ଦେବଗଡ,୧୯ା୧୧(ଶଶାଙ୍କ ଶେଖର ଝାଙ୍କର):ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ଦେବଗଡ ଥାନା ପୋଲିସ କୁରଡ ଗ୍ରାମରୁ ଗିରଫ କରିଥିବା କୁରଡ ଗ୍ରାମର କେଶବ ଚନ୍ଦ୍ର ପ୍ରଧାନ(୫୫) ଓ ସିପୁନ ଦାସ (୩୦)ଙ୍କ ୨ ଜଣ ବ୍ୟକ୍ତିଙ୍କୁ କୋର୍ଟଚାଲାଣ କରିଛି।

ସୂଚନାଯୋଗ୍ୟ ଯେ, ଇନ୍ସପେକ୍ଟର ବିନୟ କେର୍କେଟାଙ୍କ ନେତୃତ୍ୱରେ ଦେବଗଡ ଥାନା ପୋଲିସ ପକ୍ଷରୁ ପାଟ୍ରୋଲିଂ ଚାଲିଥିବାବେଳେ କୁରଡ ଛକ ରାସ୍ତାରେ କେଶବ ଓ ସିପୁନ ସନ୍ଦେହଜନକ ଭାବେ ଠିଆ ହୋଇଥିଲେ। ପାଟ୍ରୋଲିଂ ପୋଲିସ ଯାଞ୍ଚ କରିବାରୁ କେଶବ ପାଖରୁ ୨୯୨ ଗ୍ରାମ ଏବଂ ସିପୁନ ପାଖରୁ ୮୦୦ ଗ୍ରାମ ଗଞ୍ଜେଇ ବାହାରିଥିଲା । ଫଳରେ ପୋଲିସ ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ଉଭୟଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ଆବଶ୍ୟକ ପ୍ରକ୍ରିୟା ପରେ ସେମାନଙ୍କ କୋର୍ଟଚାଲାଣ କରାଯାଇଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri