ବେଆଇନ ମୋରମ୍‌ ଉଠାଣ ବେଳେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ

ଯାଯପୁର ଅଫିସ,୩।୮: ଯାଯପୁର ଜିଲା ବ୍ୟାସନଗର ଜଗନ୍ନାଥ ମଠ ପଛପଟୁ ବେଆଇନ ମୋରମ୍‌ ଉଠାଣ ବେଳେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛିି। ମୃତ ଡ୍ରାଇଭର ହେଲେ ଜଗନ୍ନାଥ ସାହିର ନିଙ୍ଗୁଲ ଚାମ୍ପିଆ। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri