ବେଆଇନ ପିସ୍ତଲ ଜବତ, ଜଣେ ଗିରଫ

ଦେବଗଡ଼,୨୦।୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ ପୌରାଞ୍ଚଳ ମଠସାହିରେ ଭଡାରେ ରହୁଥିବା ଜଣେ ବ୍ୟକ୍ତିଙ୍କ ପାଖରୁ ଗୋଟିଏ ବେଆଇନ ପିସ୍ତଲ ଜବତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।
ସୂଚନା ଅନୁଯାୟୀ କୁଣ୍ଢେଇଗୋଳା ଥାନା ତୁଳସିପୁର ଗ୍ରାମର ଶରତ ଅଦାବରଙ୍କ ପୁଅ ବଳରାମ ଓରଫ ବନ୍ଧୁରାମ ଅଦାବର ଗତ କିଛି ବର୍ଷ ହେଲା ମଠସାହିରେ ନିଜ ପରିବାର ସହ ଭଡାରେ ରହି ଆସୁଛନ୍ତି । ତେବେ ଦେବଗଡ ଥାନା ପୋଲିସ ଏକ ମାମଲାର ତଦନ୍ତ କରୁଥିବା ବେଳେ ବଳରାମ ବେଆଇନ ଦେଶୀ ପିସ୍ତଲ ରଖିଥିବା ଜାଣିବାକୁ ପାଇଥିଲା । ଦେବଗଡ ଥାନା ପୋଲିସ ପକ୍ଷରୁ ତାଙ୍କ ଘରେ ଚଢାଉ କରାଯାଇ ବେଆଇନ ପିସ୍ତଲ ଜବତ କରିବା ସହ ବଳରାମଙ୍କୁ ଗିରଫ କରି ପୋଲିସ ଅଧିକ ତଦନ୍ତ କରୁଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?