ଜଳେଶ୍ୱର,୨୮।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ନାମ୍ପୋ ସ୍ଥିତ ଉଚ୍ଚ ବିଦ୍ୟାଳୟ ପରିସରରୁ ବେଆଇନ୍ ଭାବେ ଗଛକଟା, ଭଙ୍ଗା ଇଟା ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ରବିବାର କେତେଜଣ ଅଭିଭାବକ ଏକ ଖବରଦାତା ସମ୍ମିଳନୀ ଡାକି ଏନେଇ ଅଭିଯୋଗ କରିଛନ୍ତି। ଏବେ ବିଦ୍ୟାଳୟରେ ୫-ଟି ଉନ୍ନୟନ ମୂଳକ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ସ୍କୁଲ ପରିସରରୁ ଗଛକଟା ସମ୍ପର୍କରେ ପୂର୍ବତନ ଛାତ୍ରସଂଘ ବିଭିନ୍ନ ଅଭିଯୋଗ ଆଣିଛନ୍ତି। ଗୋପାଳ କୃଷ୍ଣ ଜେନା, ବିଦୁଭୂଷଣ ଦାସ, ଅକ୍ଷୟ କୁମାର ଜେନା, ସେକ୍ ଅବଦୁଲ ସାଦ୍ଦିକ, ଜୟଶ୍ରୀ ଜେନା, ନିର୍ମଳ ଲୋଚନ ଭୂୟାଁ, ପ୍ରଫୁଲ୍ଲ କୁମାର ଦାସ, ପ୍ରଶାନ୍ତ କୁମାର ହେମ୍ବ୍ରମ, କନ୍ଦା ମାରାଣ୍ଡି, କାଜଲ ହେମ୍ବ୍ରମ, କାହ୍ନୁଚରଣ ଦାସ, ସୁଶାନ୍ତ ଦାସ ଅଧିକାରୀ, ତାରାକାନ୍ତ ଦାସ, ଆନୁଆର୍ ସାହା ପ୍ରମୁଖ ଭଙ୍ଗା ଯାଇଥିବା ବିଦ୍ୟାଳୟ କୋଠରୀର ଘର ତିଆରି ସାମଗ୍ରୀ ବିକ୍ରି ଓ ବିଭିନ୍ନ ଗଛ କଟାଯାଇଥିବା ବେଆଇନ୍ ବୋଲି ପ୍ରକାଶ କରିଥିଲେ। ଏ ସମ୍ପର୍କରେ ସେମାନେ ଜଙ୍ଗଲ ବିଭାଗ, ଶିକ୍ଷା ବିଭାଗ, ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିବା ପ୍ରକାଶ କରିଥିଲେ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆସନ୍ତା ୧୦ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ ହେଲେ ସେମାନେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦେଇଛନ୍ତି ା
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
ଖାଉଥିଲେ ପରିବାର ଲୋକେ: ହଠାତ୍ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…
ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍ ୬ଜଣ…
ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି
ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…
ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…
ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…
ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ
ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…
Archives

