କାର୍‌ରେ ପ୍ରେସ୍‌ ଲେଖି କରୁଥିଲେ ଗଞ୍ଜେଇ ଚାଲାଣ: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଫୁଲବାଣୀ ଅଫିସ, ୧୯ା୮- କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି। ବିନା ପାସ୍‌ରେ ଗାଡିଗୁଡିକୁ ଛଡା ଯାଉନାହିଁ। ଏଭଳି ସ୍ଥିତିରେ ମଧ୍ୟ ଗଞ୍ଜେଇ ମାଫିଆ ନୂଆ କୌଶଳ ଆପଣାଉଛନ୍ତି। ପ୍ରେସ୍‌ ଲେଖା ଥିବା ଏକ କାର୍‌ରେ ଗୋଚ୍ଛାପଡା ଥାନା ସଲାଗୁଡାରୁ ଗଞ୍ଜେଇ ଚାଲାଣ ବେଳେ ସୁନାମୁଦି ପୋଲ ପାଖରେ ବୁଧବାର ପୋଲିସ କାବୁ କରିଛି। ଗାଡିରୁ ୧୦୨ କେଜି ଗଞ୍ଜେଇ, ୧ ଲକ୍ଷ ୪୭ ହଜାର ଟଙ୍କା, ୪ଟି ମୋବାଇଲ, ଏକ ବୁମ୍‌ ଜବତ ହୋଇଛି। ଏହି ଘଟଣାରେ ମୋଟ ୫ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଛତିଶଗଡର କ୍ରିଷ୍ଣ ଚୌହାନ, ଅର୍ଜୁନ ଯାଦବ, ପରମାନନ୍ଦ ଯାଦବ, ଷ୍ଟିଫାନ୍‌ ଟିଗୋ ଓ ସଲାଗୁଡାର ଆଦାମ ଦିଗାଲ। ଗୋଚ୍ଛାପଡା ଅଞ୍ଚଳରୁ ବୌଦ୍ଧ ଜିଲା କଣ୍ଟାମାଳ ଦେଇ ଛତିଶଗଡକୁ ଏହି ଗଞ୍ଜେଇ ଚାଲାଣ ହେଉଥିବା ଜେରାବେଳେ ଅଭିଯୁକ୍ତ କହିଛନ୍ତି। ଏ ନେଇ ନଂ.୪୭/୨୦ରେ ମାମଲା ରୁଜୁ ହୋଇଥିବା ସଦର ଏସ୍‌ଡିପିଓ ମହେନ୍ଦ୍ରନାଥ ମୁର୍ମୁ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri