Posted inଫୁରସତ

ବିମାନକୁ ଗୋଡ଼ାଇଲେ ଏଲିଅନ୍ସ !

ଓ୍ବାଶିଂଟନ: ଆମେରିକୀୟ ପାଇଲଟମାନେ ଆକାଶରୁ ଖସିଥିବା ଏକ ଉଜ୍ଜ୍ୱଳ ଜିନିଷକୁ କାବୁ କରିଥିବା ଦାବି କରିଛନ୍ତି। ଯେତେବେଳେ ପାଇଲଟ ଏହି ଘଟଣାକୁ କ୍ୟାମେରାରେ କଏଦ କରିଥିଲେ ସେତେବେଳେ ବିମାନ ଆକାଶରେ ଉଡୁଥିଲା। କୁହାଯାଉଛି, ଉଡୁଥିବା କିଛି ଉଜ୍ଜ୍ୱଳ ଜିନିଷ ହେଉଛନ୍ତି ଏଲିଅନ୍ସ। ଯାହାକି ୩୦ ମିନିଟ୍‌ ଧରି ବିମାନ ପଛେ ପଛେ ଉଡ଼ିଥିଲା।

ଏକ ରିକୋର୍ଟ ଅନୁଯାୟୀ, ଭିଡିଓଟିକୁ ମେକ୍ସିକୋ ଉପରେ ଫେଡେକ୍ସ ପାଇଲଟମାନେ ସେମାନଙ୍କ କ୍ୟାମେରାରେ ଏକ ଉଜ୍ଜ୍ୱଳ ଜିନିଷ କଏଦ କରିଥିଲେ। ବିଶେଷଜ୍ଞମାନେ କୁହନ୍ତି, ଏହା ଏକ ୟୁଏଫ୍‌ଓ ହୋଇପାରେ। ୨୦୨୦ ମାର୍ଚ୍ଚ ୧୯ରେ ଦୁଇ ପାଇଲଟ ମେକ୍ସିକୋ ମୋଣ୍ଟେରୀ ନିକଟରେ ଏକ କାର୍ଗୋ ବିମାନ ଉଡ଼ାଉଥିଲେ। ସେତେବେଳେ ଆକାଶରେ ଏପରି ଉଜ୍ଜ୍ୱଳ ଆଲୋକ ଦେଖିବାକୁ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ସମୁଦ୍ର ଗର୍ଭରୁ ମିଳିଲା ସୁନାର ଭଣ୍ଡାର ସାଙ୍ଗକୁ ପୁଳାପୁଳା ଟଙ୍କା; ହେଲେ ସୁନା ମୁଦି ଖୋଲିଦେଲା ବଡ଼ ରହସ୍ୟ

ସମୁଦ୍ରର ଗଭୀରତାରେ ପୋତି ହୋଇ ରହିଥିବା ଗୋଟିଏ ଜାହାଜ ପ୍ରାୟ ୧,୩୦୦ ବର୍ଷ ପରେ ଇତିହାସର ଏପରି ଏକ ପୃଷ୍ଠା ସାମ୍ନାକୁ ଆଣିଛି, ଯାହାକୁ ଦେଖି ବୈଜ୍ଞାନିକମାନେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଚ୍ଚ ଶ୍ରେଣୀରେ କମୁଛି ଛାତ୍ରୀଛାତ୍ରଙ୍କ ଆନନ୍ଦଦାୟକ ସ୍ଥିତି

ମୁମ୍ବାଇ, ୨୨ା୮ : ଭାରତରେ ଛାତ୍ରୀଛାତ୍ରଙ୍କ ବର୍ଷକୁ ବର୍ଷ ଶ୍ରେଣୀ ବୃଦ୍ଧି ପାଇବା ସହ ସେମାନଙ୍କ ମାନସିକ ସ୍ବାସ୍ଥ୍ୟ ଏବଂ ଆତ୍ମବିଶ୍ୱାସରେ ହ୍ରାସ ପାଉଥିବା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri