ମୁଁ ଯାଉଛି ମୋ ପୁଅକୁ ରଖିବେ

ଝାରସୁଗୁଡ଼ା ଅଫିସ,୧୦।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କନକତୋରା ସରକାରୀ ଆୟୁର୍ବେଦିକ ହସ୍ପିଟାଲରେ କାର୍ଯ୍ୟରତ ପିଅନ ତଥା ରାତି ଜଗୁଆଳ ପଦ୍ମଲୋଚନ ରଣା (୪୦) ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।

ରେଙ୍ଗାଲି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ମାମଲା (ନଂ.୧୩/୨୨) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ତଦନ୍ତ ବେଳେ ପାରିବାରିକ କଳହରୁ ସେ ଏଭଳି ଚରମ ନିଷ୍ପତ୍ତି ନେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଏକ ସୁଇସାଇଡ୍‌ ନୋଟ୍‌ ଜବତ କରିଛି। ଉକ୍ତ ସୁଇସାଇଡ ନୋଟ୍‌ରେ ସେ ଉଲ୍ଲେଖ କରିଛନ୍ତି ଯେ, ମୁଁ ଯାଉଛି ମୋ ପୁଅକୁ ମୋ ସ୍ଥାନରେ ରଖିବେ। ପଦ୍ମଲୋଚନ ହସ୍ପିଟାଲର ଡାକ୍ତର ମାଡାମଙ୍କୁ ସୁଇସାଇଡ୍‌ ନୋଟ୍‌ରେ ଏଭଳି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri