Posted inଜାତୀୟ

‘ମୁଁ ଧମକକୁ ଭୟ କରେ ନୁହେଁ’

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ରବିବାର ସେ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ମୁଁ ଏସବୁ ପ୍ରତି ଧ୍ୟାନ ଦେଉ ନାହିଁ। ଆମର ଗୃହ ବିଭାଗ ଏବଂ ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସକ୍ଷମ, ସେମାନଙ୍କ ଉପରେ ଆମର ବିଶ୍ୱାସ ଅଛି। ମୁଁ ଏପରି ଧମକକୁ ଭୟ କରେ ନାହିଁ କିମ୍ବା ଭୟ କରିବି ନାହିଁ। ଜନସାଧାରଣଙ୍କ ସେବା ପାଇଁ ମୋତେ କେହି ଅଟକାଇ ପାରିବେ ନାହିଁ, ମୁଁ କାର୍ଯ୍ୟ ଜାରି ରଖିବି।
ସୂଚନାଯୋଗ୍ୟ, ରବିବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଧମକ ମିଳିଥିଲା। ଏହା ପରେ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ତଥା ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଶିନ୍ଦେଙ୍କ ସୁରକ୍ଷା ବଢାଇବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମପ୍ରମାଣ ପତ୍ର ସହିତ ଆଧାର କାର୍ଡ ପଞ୍ଜିକରଣ ଖୁବ୍‌ ଶୀଘ୍ର ସମସ୍ତ ରାଜ୍ୟରେ ହେବ ଆରମ୍ଭ…

ନୂଆଦିଲ୍ଲୀ,୧୫।୧୦ : ନବଜାତ ଶିଶୁମାନଙ୍କ ପାଇଁ ଜନ୍ମ ପ୍ରମାଣପତ୍ର ସହିତ ଆଧାର ପଞ୍ଜିକରଣ କରାଯିବା ସୁବିଧା ଆସନ୍ତା କିଛି ମାସ ମଧ୍ୟରେ ସମସ୍ତ ରାଜ୍ୟରେ ଆରମ୍ଭ...

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି...

ସଚିବ ସ୍ତରୀୟ ପଦବୀ ଲାଗି ୭୩ ଆଇଏଏସ୍‌ଙ୍କ ତାଲିକାକୁ ଅନୁମୋଦନ

ନୂଆଦିଲ୍ଲୀ,୧୦ା୧୦(ଆଇଏଏନ୍‌ଏସ୍‌): ସଚିବ ଓ ଅତିରିକ୍ତ ସଚିବସ୍ତରୀୟ ପଦବୀରେ ନିଯୁକ୍ତି ଲାଗି ୭୩ ଜଣିଆ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନଙ୍କ ତାଲିକାକୁ କେନ୍ଦ୍ର ସରକାର ବୁଧବାର...

୧୬୦ ଫୁଟ ଉପରେ ବସି ଖାଇବାର ମଜା

ନୋଏଡା: ପ୍ରତି କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଲୋକମାନଙ୍କୁ କିଛି ନିଆରା କରି ଦେଖାଇବା ପାଇଁ ପ୍ରେରଣା ଯୋଗାଉଛି। ଯେକୌଣସି ବ୍ୟବସାୟ ହେଉନା କାହିଁକି ଗ୍ରାହକଙ୍କୁ ଆକୃଷ୍ଟ...

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ...

ସାରା ଦେଶକୁ ବ୍ୟାପିଲା ଆନ୍ଦୋଳନ

ନୂଆଦିଲ୍ଲୀ, ୧୫।୧୨: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀମାନଙ୍କ ଆନ୍ଦୋଳନ ସୋମବାର ୧୯ ଦିନରେ ପହଞ୍ଚତ୍ଥିବାବେଳେ ଏହା ସାରା ଦେଶକୁ ବ୍ୟାପିଛି।...

ବାଲାକୋଟ ସେକ୍ଟରରେ ଭାରତୀୟ ସେନାକୁ ସଫଳତା: ୨ ଆତଙ୍କବାଦୀ ନିହତ

ବାଲାକୋଟ,୮।୧: ଜମ୍ମୁ-କଶ୍ମୀରର ମେହେନ୍ଦରର ବାଲାକୋଟ ସେକ୍ଟରରେ ଭାରତୀୟ ସେନାକୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା ପକ୍ଷରୁ ଅଞ୍ଚଳରେ...

ନିଆରା ପ୍ରେମ: ସ୍ତ୍ରୀଙ୍କ ଅସ୍ଥି ସହ ୨୭ବର୍ଷ ହେଲା ରହୁଛନ୍ତି ଭୋଳାନାଥ

ଏକ ନିଆରା ପ୍ରେମ କାହାଣୀ। ପ୍ରେମ ଆଉ ଭଲ ପାଇବାର କାହାଣୀ ତ ଆପଣ ବହୁତ ଶୁଣିଥିବେ ଓ ପଢିଥିବେ ନିଶ୍ଚୟ। ତେବେ ସେ ଲୈଲା-ମଜନୁଙ୍କ...

Advertisement
Archives

Model This Week