Posted inଖେଳ

ମ୍ୟାଚ୍‌ ଚାଲୁଥିବା ସମୟରେ ହଠାତ୍‌ ଡ୍ରେସିଂ ରୁମ୍‌କୁ ଦୌଡିଲେ ଏହି ଖେଳାଳି, ଜାଣନ୍ତୁ କାହିଁକି

କରାଚି,୧୭।୧୧:ପାକିସ୍ତାନ ସୁପର ଲିଗ (ପିଏସଏଲ) ଏବେ ଚାଲିଛି। ଗତ ମାର୍ଚ୍ଚରେ ପ୍ଲେ ଅଫ ପୂର୍ବରୁ କରୋନା ଭାଇରସ କାରଣରୁ ପିସିଏ୍‌କୁ ସ୍ଥଗିତ ରଖାଯାଇଥିଲା ଏବଂ ଏବେ ଟୁର୍ନାମେଣ୍ଟ ସମାପ୍ତ ହେବ। ଗତ ଶନିବାର ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। ପାକିସ୍ତାନ ସୁପର୍‌ ଲିଗ ପିଏସଏଲର ପ୍ରଥମ ଏଲିମିନେଟର ମୁକାବିଲା ପେଶାୱର ଜଲମୀ ଓ ଲାହୋର କଲନ୍ଦର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚକୁ ଲାହୋର କଲନ୍ଦର୍ସ ସହଜରେ ଜିତିଥିଲା। ତେବେ ଏହି ମ୍ୟାଚରେ କିଛି ଏଭଳି ଘଟଣା ଘଟିଥିଲା ଯାହା ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଲାହୋର ଜଲମୀ ପକ୍ଷରୁ ଖେଳୁଥିବା ମହମ୍ମଦ ହଫିଜ ବ୍ୟାଟିଂ କରୁଥିବା ବେଳେ ହଠାତ୍‌ ପଡିଆ ଛାଡି ପଳାଇଥିଲେ। ତେବେ ସେ ହଠାତ୍‌ କୁଆଡେ ଗଲେ, ତାକୁ ନେଇ ଆଲୋଚନା। ପରେ ଜଣାପ ଯେ ସେ ଶୌଚାଳୟ ଯାଇଥିଲେ। ତେବେ ମ୍ୟାଚ୍‌ରେ କମେଣ୍ଟ୍ରୀ କରୁଥିବା ରମୀଜ ରାଜା ଫିଲ୍ଡିଂ କରୁଥିବା ଶୋଏବ ମଲିକ, ୱହାବ ରିଆଜ ଓ ଇମାମ-ଉଲ-ହକଙ୍କୁ ଏକଥା ପଚାରିଲେ, ଜବାବରେ ଇମାମ କହିଲେ ଯେ ହଫିଜ ୨ ଓଭର୍‌ ହେଲା କହିଆସୁଛନ୍ତି ଯେ ତାଙ୍କୁ ଟଏଲେଟ ଲାଗୁଛି। ଏହା ଶୁଣି ବାକି ଖେଳାଳି ଖୁବ ହସିଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri