ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ଆୟୁର୍ବେଦିକ ତେଲ ‘ନବରତ୍ନ ’ର ଗୁଣବତ୍ତା ସମ୍ପର୍କରେ ପ୍ରଚାର ଓ ପ୍ରସାର କରାଯାଇଛି। ଚଳିତ ଗ୍ରୀଷ୍ମଋତୁରେ କପିଳ ଶର୍ମାଙ୍କ ସମେତ କିକୁ ଶାରଦା, ଗୌରବ ଗେରା ଓ ସୁମୋନା ଚକ୍ରବର୍ତ୍ତୀ ଏହି ଅଭିଯାନରେ ସାମିଲ ହୋଇଛନ୍ତି। ବିଶେଷକରି ବ୍ରାଣ୍ଡ୍‌ର ଏହି ନୂତନ ଟିଭି ବିଜ୍ଞାପନ ଓ ଡିଜିଟାଲ ବିଷୟବସ୍ତୁକୁ କପିଲ ଶର୍ମା ଓ ତାଙ୍କ ଟିମ୍‌ ଭିନ୍ନ ଏକ ଚିନ୍ତାଧାରା ଓ ଫୋରମରେ ପରିବେଷଣ କରାଯାଇଛି। ନବରତ୍ନ ତେଲର ଏହି ନୂତନ ଅଭିଯାନ ‘ଥଣ୍ଡକ କା ବାଦଶାହା,ରାହତ କା ରାଜା’କୁ ମିଳିତ ଭାବେ କପିଲ ଶର୍ମାଙ୍କ ଟିମ୍‌ ସୁନ୍ଦର ଓ ନିଖୁଣ ଭାବେ ଉପସ୍ଥାପନା କରିଛନ୍ତି। ଉଲ୍ଲେଖଯୋଗ୍ୟ, ନବରତ୍ନ ତେଲକୁ ମୁଣ୍ଡରେ ୨ ମିନିଟ୍‌ ମାଲିସ କରିବା ଦ୍ୱାରା ଆରାମ ଲାଗିଥାଏ। ଏପରିକି ବ୍ରାଣ୍ଡ୍‌ର ଲୋକପ୍ରିୟ ପ୍ରଚାର ଥିମିଂ ‘ଥଣ୍ଡା ଥଣ୍ଡା କୁଲ୍‌ କୁଲ୍‌’ ବିଷୟରେ ମଧ୍ୟ ବିସ୍ତୃତ ଭାବେ ଉପସ୍ଥାପନା କରାଯାଇଛି। ଏ ସମ୍ପର୍କରେ ଇମାମି ଲିମିଟେଡ୍‌ର ଉପାଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ହର୍ଷ ଭି ଅଗ୍ରୱାଲ କହିଛନ୍ତି, ଆମର ବ୍ରାଣ୍ଡ୍‌ ନବରତ୍ନ ଆୟୁର୍ବେଦିକ ତେଲ ପାଇଁ କପିଳ ଶର୍ମା ଓ ତାଙ୍କ ଟିମ୍‌କୁ ନେଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏକ ହାସ୍ୟରସର ପ୍ରମୁଖ ବ୍ୟକ୍ତିବିଶେଷ ଭାବେ ଜଣାଶୁଣା କପିଲଙ୍କ ହାସ୍ୟାଭିନୟ ଜନସମୁଦାୟଙ୍କୁ ମନୋରଞ୍ଜନର ଏକ ବିଶେଷ ଖୋରାକ ପ୍ରଦାନ କରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri