Posted inଖେଳ

ମହିଳା ବର୍ଗରେ ପ୍ୟାରିସ ଅଲିମ୍ପିକ୍ସ ମେଡାଲ ଜିତିଥିବା ବକ୍ସର ଏବେ ବାହାରିଲେ ପୁରୁଷ, ପୂରା ଖବର ଜାଣିଲେ…

ନୂଆଦିଲ୍ଲୀ,୫।୧୧: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଆଲଜେରିଆର ବକ୍ସର ଇମାନ ଖଲିଫ ମହିଳା ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ସମୟରେ ଇମାନଙ୍କ ଲିଙ୍ଗକୁ ନେଇ ବିବାଦ ଦେଖାଦେଇଥିଲା। ବର୍ତ୍ତମାନ ସାମ୍ନାକୁ ଆସିଥିବା ଡାକ୍ତରୀ ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଜନକ କରିବ, ଯେଉଁଥିରେ କୁହାଯାଇଛି ଯେ ଇମାନଙ୍କ ଭିତରେ ପୁରୁଷଙ୍କ ଭଳି କିଛି ଅଙ୍ଗ ଅଛି। ରିପୋର୍ଟ ଅନୁଯାୟୀ, ଖଲିଫଙ୍କ ପାଖରେ ଆଭ୍ୟନ୍ତରୀଣ ଅଣ୍ଡକୋଷ ଏବଂ XY କ୍ରୋମୋଜୋମ ଅଛି, ଯାହା ୫-ଆଲଫା ରିଡକ୍ଟେଜ ଅଭାବ ବୋଲି ଦର୍ଶାଏ।

ଅଲିମ୍ପିକ୍ସ ସମୟରେ ଇମାନ ଖଲିଫଙ୍କ ବିପକ୍ଷରେ ଖେଳିଥିବା ଅନେକ ମହିଳା ବକ୍ସର ଅଙ୍ଗଭଙ୍ଗୀ ମାଧ୍ୟମରେ ହାଇଲାଇଟ କରିବାକୁ ଚେଷ୍ଟା କରିଥିଲେ ଯେ ଇମାନଙ୍କ ଭିତରେ XY କ୍ରୋମୋଜୋମ ଅଛି । ପ୍ୟାରିସର କ୍ରେମାଲିନ-ବିସେଟ୍ରେ ହସ୍ପିଟାଲ ଏବଂ ଆଲଜେର୍ସର ମହମ୍ମଦ ଲାମିନ ଦେବଗିନ ହସ୍ପିଟାଲର ବିଶେଷଜ୍ଞମାନେ ୨୦୨୩ ରିପୋର୍ଟରେ ଅନେକ ଖୁଲାସା କରିଥିଲେ।

ରିପୋର୍ଟରେ ଇମାନଙ୍କ ଜୈବିକ ଗୁଣ ବର୍ଣ୍ଣନା କରାଯାଇଛି, ଯେଉଁଥିରେ ଆଭ୍ୟନ୍ତରୀଣ ଅଣ୍ଡକୋଷର ଅସ୍ତିତ୍ୱ ଏବଂ ଗର୍ଭାଶୟର ଅଭାବ ରହିଛି। ଏହା ବ୍ୟତୀତ ରିଡକ୍ସର ରିପୋର୍ଟ ଅନୁଯାୟୀ, ଏକ ଏମଆରଆଇରେ ଇମାନଙ୍କ ମାଇକ୍ରୋପେନିସର ଉପସ୍ଥିତି ବିଷୟରେ ପ୍ରକାଶ କରିଛି। ରିପୋର୍ଟ ଆସିବା ପରେ ଇମାନଙ୍କ ବିରୋଧରେ କ’ଣ ପଦକ୍ଷେପ ନିଆଯାଉଛି ତାହା ଦେଖିବା ମଜାଦାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri