Posted inରାଜ୍ୟ

IMDର ଆଲର୍ଟ: ଓଡ଼ିଶାର ୧୦ ଜିଲାରେ ଝଡ଼ବର୍ଷା! ଆଜି ରାତିରେ…

ଭୁବନେଶ୍ୱର,୩।୬: ଭୁବନେଶ୍ୱର ସମେତ ଓଡ଼ିଶାର ୧୦ ଜିଲା ପାଇଁ ଅରେଞ୍ଜ ଚେତାବନୀ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ମାଲକାନଗିରି, ଖୋର୍ଦ୍ଧା (ଭୁବନେଶ୍ୱର ସହ), ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ରାୟଗଡ଼ା, ସୁନ୍ଦରଗଡ଼, ନୟାଗଡ଼ ଓ କେନ୍ଦୁଝର ଜିଲାରେ ଝଡ଼ତୋଫାନ, ବଜ୍ରପାତ ଓ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ 4 ଟାରୁ ଭାରୀ ବର୍ଷା, ଝଡ଼ତୋଫାନ ଓ ବଜ୍ରପାତ ଜାରି ରହିଛି।

ଆଗାମୀ ତିନି ଦିନ ପାଇଁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା, ଝଡ଼ତୋଫାନ ଓ ବଜ୍ରପାତର ସମ୍ଭାବନା ରହିଛି। ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼ ଓ ସୁନ୍ଦରଗଡ଼ରେ ବଜ୍ରପାତ ସହ 50-60 କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଜଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ 7ରୁ 11 ସେମି ଭାରୀ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri