Posted inଜାତୀୟ

ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୧୨।୦୭: ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଆଗାମୀ କିଛିଦିନ ମଧ୍ୟରେ ପୂର୍ବ-ଉତ୍ତର ପ୍ରଦେଶ, ଦିଲ୍ଲୀ-ଏନ୍‌ସିଆର ଏବଂ ଉତ୍ତର ସହିତ ପୂର୍ବୋତ୍ତର ଭାରତରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ ବିହାର ଏବଂ ଉତ୍ତର ପ୍ରଦେଶର କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବରୁ ଆଲର୍ଟ ଜାରି କରିଥିଲା ।

ତେବେ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ଅନୁସାରେ, ଦିଲ୍ଲୀ ଏନ୍‌ସିଆରରେ ସାମାନ୍ୟ ବାଦଲ ଛାଇ ରହିଥିବାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଓଡ଼ିଶାରେ ଆସନ୍ତାକାଲି ଠାରୁ ବର୍ଷାର ପରିମାଣ ବଢିବ। ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ପାଇଁ ପାଣିପାଗ କେନ୍ଦ୍ର ୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri