ଚିନ୍ତା ବଢ଼ାଇଲା IMD ଡିଜିଙ୍କ ଆକଳନ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଅନ୍ୟପକ୍ଷେ ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଜୁନ ମାସରେ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି। ଜୁନ୍‌ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ IMD ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି। ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ିଦେଲେ ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି। କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି। ଦକ୍ଷିଣ ଭାରତ ଏବଂ ମହାରାଷ୍ଟ୍ରରେ ମୌସୁମୀ ପହଞ୍ଚି ସାରିଛି। ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଥିବା IMD ଡିଜି ମହାପାତ୍ର ସୂଚନା ଦେଇଛନ୍ତି।

ସଚନା ଯୋଗ୍ୟ, ଲଘୁଚାପ ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଘଡ଼ଘଡ଼ି ସହ ଦଲକା ଦଲକା ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri