Posted inଜାତୀୟ

ଚାଷୀଙ୍କ ପାଇଁ ଖୁସି ଖବର: ଏବର୍ଷ ସ୍ବାଭାବିକ ହେବ ବର୍ଷା

ନୂଆଦିଲ୍ଲୀ,୧୬।୪: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ମୌସୁମୀ ବୃଷ୍ଟିପାତ ସ୍ବାଭାବିକ ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ୪୦ ପ୍ରତିଶତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। ତେବେ ୨୧ ପ୍ରତିଶତ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୌସୁମୀ ବର୍ଷା ପ୍ରାୟ ୯୮ପ୍ରତିଶତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ (ଜୁନରୁ ସେପ୍ଟେମ୍ବର) ମଧ୍ୟରେ ହାରାହାରି ବୃଷ୍ଟିପାତ ୯୬ରୁ ୧୦୪ ପ୍ରତିଶତ ମଧ୍ୟରେ ରହିପାରେ। ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଯଦି ସତ ହୁଏ ଦେଶ ପାଇଁ ନିଶ୍ଚିତ ଭାବେ ଏହା ଭଲ ଖବର।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri