Advertisement
Posted inଜାତୀୟ

ଚାଷୀଙ୍କ ପାଇଁ ଖୁସି ଖବର: ଏବର୍ଷ ସ୍ବାଭାବିକ ହେବ ବର୍ଷା

ନୂଆଦିଲ୍ଲୀ,୧୬।୪: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷ ମୌସୁମୀ ବୃଷ୍ଟିପାତ ସ୍ବାଭାବିକ ହେବ। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ୪୦ ପ୍ରତିଶତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି। ତେବେ ୨୧ ପ୍ରତିଶତ ସ୍ବାଭାବିକଠାରୁ ଅଧିକ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୌସୁମୀ ବର୍ଷା ପ୍ରାୟ ୯୮ପ୍ରତିଶତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ (ଜୁନରୁ ସେପ୍ଟେମ୍ବର) ମଧ୍ୟରେ ହାରାହାରି ବୃଷ୍ଟିପାତ ୯୬ରୁ ୧୦୪ ପ୍ରତିଶତ ମଧ୍ୟରେ ରହିପାରେ। ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଯଦି ସତ ହୁଏ ଦେଶ ପାଇଁ ନିଶ୍ଚିତ ଭାବେ ଏହା ଭଲ ଖବର।


Enter your email to get our daily news in your inbox.

All Right Reserved By Dharitri.Com

ଅଯୋଧ୍ୟା ହିଁ ରାମଙ୍କ ଜନ୍ମସ୍ଥାନ

ନୂଆଦିଲ୍ଲୀ,୧୫।୭: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଭଗବାନ ରାମ ଜଣେ ନେପାଳୀ ଓ ତାଙ୍କ ଜନ୍ମସ୍ଥାନ ଅଯୋଧ୍ୟା ନେପାଳରେ ରହିଛି ବୋଲି କହିବା ପରେ...

ରାୟଗଡ଼ର କରନି ଗାଁରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ହିଂସାତ୍ମକ ସଂଘର୍ଷ, ଅଭିଯୁକ୍ତଙ୍କ ଘରେ ନିଆଁ ଲଗାଇଲେ ଉତ୍ୟକ୍ତ ଲୋକେ

ରାୟଗଡ଼,୧୨ ।୫: ମଧ୍ୟପ୍ରଦେଶ ରାୟଗଡ଼ର କରନି ଗାଁରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ଜମିଜମା ବିବାଦ ତ୍ରୀବ୍ର ରୂପ ଧାରଣ କରିଛି । ଉଭୟଙ୍କ ମଧ୍ୟରେ ମାଡପିଟ...

ଗାଜିପୁର ସୀମାରୁ ହଟିବାକୁ ରାଜି ନୁହନ୍ତି ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୨୮।୧: ଉତ୍ତର ପ୍ରଦେଶ(ୟୁପି) ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଗାଜିପୁର ସୀମାରୁ ହଟିବାକୁ ମନା କରି ଦେଇଛନ୍ତି ଆନ୍ଦୋଳନରତ କୃଷକ। ଭାରତୀୟ କିଷାନ ୟୁନିୟନ ପ୍ରବକ୍ତା ରାକେଶ...

ଉଚ୍ଛେଦ ହେବ ଅଧିକାଂଶ ଆସନ

ନୂଆଦିଲ୍ଲୀ,୬।୨: ଜମ୍ମୁ-କଶ୍ମୀରର ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀ ସୀମାରେ ବ୍ୟାପକ ପରିବର୍ତ୍ତନ ଲାଗି ସୀମା ନିର୍ଦ୍ଧାରଣ କମିଶନ ପ୍ରସ୍ତାବ ଦେଇଛନ୍ତି। କମିଶନ ପ୍ରସ୍ତୁତ...

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬...

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ହାସଲ କରିବ ଶ୍ରେଷ୍ଠତ୍ୱ: ଶାହ

ନୂଆଦିଲ୍ଲୀ,୨୯।୬: ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଭାରତ ଶ୍ରେଷ୍ଠତ୍ୱ ହାସଲ କରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରକାଶ କରିଛନ୍ତି। ଏନ୍‌ଡିଆର୍‌ଏଫ୍‌ ପକ୍ଷରୁ ଆୟୋଜିତ ହୋଇଥିବା...

ଭିଡ଼ ହିଂସାରୁ ମନ୍ଦିରକୁ ସୁରକ୍ଷା ଦେଲେ ମୁସଲମାନ ଯୁବକ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୧୨।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପୁଲକେଶୀ ନଗରରେ ମଙ୍ଗଳବାର ରାତିରେ ଭିଡ଼ ହିଂସା ଘଟିଛି। ଲୋକେ ମିଳିତ ଭାବେ ପୋଲିସ ଷ୍ଟେଶନ ଏବଂ ସ୍ଥାନୀୟ...

‘ମୋଦିଙ୍କ ପାଇଁ ଖରାପ ସମୟ ଆସୁଛି’

କୋଲକାତା, ୨୫।୨ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କଠାରୁ ଖରାପ ସମୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅପେକ୍ଷା କରିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week