ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ ବର୍ଷିବ। ତେବେ ପୂର୍ବ ଭାରତରେ ସ୍ବାଭାବିକ କିମ୍ବା ସ୍ବାଭାବିକଠୁ ଅଧିକ ବର୍ଷା ନେଇ ଆକଳନ କରାଯାଇଛି।

ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବର୍ତ୍ତମାନ ଲଘୁଚାପ ସକ୍ରିୟ ରହିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri