Posted inଜାତୀୟ

ଉତ୍ତରାଖଣ୍ଡରେ ଜାରି ହେଲା ରେଡ୍‌ ଆଲର୍ଟ

ଡେରାଡୁନ୍‌, ୧୭।୧୦: ଉତ୍ତରାଖଣ୍ଡରେ ସୋମବାର ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରିଛି। ଏପରି କି ୧୭ ଓ ୧୯ ତାରିଖ ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଫଳରେ ବଦ୍ରିନାଥ ଯାତ୍ରାକୁ ସ୍ଥଗିତ ରଖାଯିବା ସହ ସୋମବାର ଚାମୋଲି ଏବଂ ଉତ୍ତରକାଶୀରେ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ପୋଲିସ ଅଧିକାରୀ, ଏସ୍‌ଡିଆର୍‌ଏଫ୍‌ ଏବଂ ଅନ୍ୟ ଅଧିକାରୀମାନଙ୍କୁ ସଜାଗ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି କହିଛନ୍ତି। ସେହିପରି ବଦ୍ରିନାଥ ଯାତ୍ରାରେ ବାହାରିଥିବା ତୀର୍ଥଯାତ୍ରୀମାନଙ୍କୁ ନିରାପଦ ସ୍ଥାନରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ପାଗ ଭଲ ହେବା ପର୍ଯ୍ୟନ୍ତ ସେମାନଙ୍କୁ ଯୋଶିମଠ ଏବଂ ପଣ୍ଡୁକେଶ୍ୱରରେ ରହିବା ଲାଗି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

ଏଣିକି ବାଇକ୍‌ କି କାର୍‌ରେ ଭରିପାରିବେନି ଫୁଲ୍‌ ଟ୍ୟାଙ୍କ୍‌ ପେଟ୍ରୋଲ! ତେଲ ସଙ୍କଟ ଭିତରେ ଆସିଲା ବଡ଼ ଖବର

ପାଟନା,୧୬।୫: ପାଟନାରେ ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବଂ ସମ୍ଭାବ୍ୟ ଅଭାବ ସମ୍ପର୍କରେ ଆଲୋଚନା ମଧ୍ୟରେ, ପେଟ୍ରୋଲ ପମ୍ପଗୁଡ଼ିକରେ ଭିଡ଼ ବଢ଼ିବା ଆରମ୍ଭ ହୋଇଛି। ଅନେକ ଲୋକ…

ଏହି ଜିନିଷ ନ ଥିଲେ ମିଳିବନି ପେଟ୍ରୋଲ, ଜାରି ହେଲା ନୂଆ ନିୟମ…

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ-ଏନସିଆରରେ ବଢ଼ୁଥିବା ପ୍ରଦୂଷଣ ସ୍ତରକୁ ଦୃଷ୍ଟିରେ ରଖି, ପ୍ରଶାସନ ଏବେ କଠୋର ପଦକ୍ଷେପ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି। ବାୟୁ ଗୁଣବତ୍ତା ହ୍ରାସ ପାଉଥିବାରୁ, ସରକାର…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri