ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହି ୩ ଜିଲାରରେ କାଳବୈଶାଖୀ ପ୍ରଭାବ ସମ୍ଭାବନା

ଭୁବନେଶ୍ୱର, ୧୮ା୪: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଢେଙ୍କାନାଳ ଏବଂ କଟକ ଜିଲା ସହିତ କଟକ ସହର ପାଇଁ ମଧ୍ୟମ ଘଡ଼ଘଡ଼ି ସହ ବିଜୁଳି ଏବଂ ପ୍ରବଳ ପବନ ସମ୍ଭାବନା ଥିବା ସୂଚନା ଦେଇ ଏକ ଅରେଞ୍ଜ ଆଲର୍ଟ ଜାରି କରିଛି।

ଆଜି ସକାଳ ୮:୪୦ରେ ଜାରି ହୋଇଥିବା ଆଇଏମଡି ବୁଲେଟିନ ଅନୁଯାୟୀ, ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ପବନର ବେଗ ୪୦-୫୦ କିଲୋମିଟର ପ୍ରତି ଘଣ୍ଟା ହେବ ଏବଂ ପ୍ରଭାବିତ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ହେବ।

ପାଣିପାଗ ସ୍ଥିତି ଯୋଗୁଁ ତଳିଆ ଅଂଚଳ, ଅସୁରକ୍ଷିତ ଘର ଏବଂ କଦଳୀ ଗଛରେ କ୍ଷୁଦ୍ର କ୍ଷତି ହୋଇପାରେ। ପ୍ରବଳ ପବନ ଏବଂ ବର୍ଷା ଯୋଗୁଁ ଚାଷ ଜମିରେ ଥିବା ଫସଲରେ ମଧ୍ୟ କିଛି କ୍ଷତି ହୋଇପାରେ।

ଆଇଏମଡି ଲୋକଙ୍କୁ ସତର୍କ ରହିବାକୁ ଏବଂ ସର୍ବଶେଷ ପାଣିପାଗ ଅପଡେଟ୍ ଉପରେ ନଜର ରଖିବାକୁ ପରାମର୍ଶ ଦେଇଛି। ସେମାନଙ୍କୁ ଘର ଭିତରେ ରହିବାକୁ, ବିଜୁଳି ସମୟରେ ଖୋଲା ଅଞ୍ଚଳ ଏଡାଇବାକୁ ଏବଂ ସ୍ଥିତି ଖରାପ ହେଲେ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକାରେ ବାଧକ ସାଜିଛି ଲଘୁଚାପ ବର୍ଷା, ସମୁଦ୍ରରୁ କୂଳକୁ ଫେରୁଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୬ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ଭୀଷଣ ବର୍ଷା…

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ, କର୍ଡନ ପାସକୁ ନେଇ କଡ଼ା ନିର୍ଦ୍ଦେଶ

ଭୁବନେଶ୍ବର,୬।୭: ପାଖେଇ ଆସୁଛି ରଥଯାତ୍ରା । ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି ।  କର୍ଡନ ପାସ୍ ଉପରେ…

ପ୍ରଥମେ ଝଗଡ଼ା, ଆଉ ଏବେ ଟ୍ରମ୍ପ ମେଲୋନି ନିଜକୁ ପ୍ରଶଂସା କରୁଥିବାର ଏକ ଫଟୋ ଶେୟାର କରିଛନ୍ତି, ଇଟାଲୀୟ ପ୍ରଧାନମନ୍ତ୍ରୀ କ୍ୟାପସନ ଦେଖିଲେ…

ଓ୍ବାଶିଂଟନ,୬।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିୟା ମେଲୋନିଙ୍କୁ ଟାର୍ଗେଟ କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ ସୋସିଆଲରେ…

NATO ସମିଟ୍ ପୂର୍ବରୁ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୮ ମୃତ

ମସ୍କୋ,୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପରେ ଉପସାଗରୀୟ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାରି…

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ…

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

ଖାମେନେଇଙ୍କ ପାଇଁ ପ୍ରାର୍ଥନାରେ ଯୋଗଦେଲେ ଇରାନର ସବୁ ଶୀର୍ଷ ଅଧିକାରୀ

ତେହରାନ,୬ା୭: ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ପ୍ରାର୍ଥନା ରବିବାର ରାଜଧାନୀ ତେହରାନ୍‌ରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦେଶର ସମସ୍ତ ଶୀର୍ଷ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri