୯ ଜିଲାରେ ବଜ୍ରପାତ ଆଶଙ୍କା

ଭୁବନେଶ୍ବର,୩୧।୫: ଆଗାମୀ ୪ ଦିନ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୋମବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼ ଖୋର୍ଧା, ମୟୂରଭଞ୍ଜ, ବାଲେଶ୍ବର ସମେତ ଭଦ୍ରକ ଜିଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଦିଆଯାଇଛି।

ସେହିପରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡା, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଜିଲାରେ ବଜ୍ରପାତ ଆଶଙ୍କା ରହିଛି। ହେଲେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବେଶାଖୀ ପ୍ରଭାବ ଜାରି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri