ଆସୁଛି ବର୍ଷା, ୮ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର,୧୫।୨: ଆସୁଛି ବର୍ଷା। ଖରାରୁ ମିଳିବ ତ୍ରାହି। ଫେବୃଆରୀ ଆରମ୍ଭରୁ ରାଜ୍ୟକୁ ଖରା ଲେଉଟିଥିବାବେଳେ ଶୀତ ଏକରକମ ଗାଏବ ହୋଇଯାଇଛି। ରାଜ୍ୟରେ ଆସନ୍ତା ୪ ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବା ପରେ ୧୯ରୁ ୨୨ ତାରିଖ ଯାଏ ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛି।

Rain in Odisha ଆସନ୍ତା ୧୯ ଓ ୨୨ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓ ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୯ ତାରରେ ୮ ଜିଲାରେ ବର୍ଷା ନେଇ ଓ୍ବାର୍ନିଂ ଜାରି ହୋଇଛି। ସେଗୁଡିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ,ଢ଼େଙ୍କାନାଳ । ସେହି ଭଳି ୨୦ ଓ ୨୧ରେ ୧୭ ଜିଲାରେ ବର୍ଷା ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri