Posted inଜାତୀୟ

ଆସୁଛି ବାତ୍ୟା ! ଆରବ ସାଗରରେ ସୃଷ୍ଟି ହେଉଛି ବାତ୍ୟା ସ୍ଥିତି, ରାସ୍ତା ବଦଳାଇ ଏହି ରାଜ୍ୟରେ ଧକ୍କା ହେବା ଆଶଙ୍କା

ନୂଆଦିଲ୍ଲୀ,୨୦।୧୦: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ୨୧ ଅକ୍ଟୋବରକୁ ବାତ୍ୟାର ନେବାର ସମ୍ଭାବନା ରହିଛି। ଚଳିତବର୍ଷର ଆରବ ସାଗରରେ ଦ୍ୱିତୀୟ ବାତ୍ୟା ହେବ। ଯଦି ଏହି ବାତ୍ୟା ସୃଷ୍ଟି ହୁଏ ତେବେ ନିୟମ ଅନୁଯାୟୀ ଏହାର ନାମ ‘ତେଜ’ ରହିବ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସମ୍ଭାବ୍ୟ ବାତ୍ୟା ରବିବାର ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ଏବଂ ଓମାନ ଏବଂ ୟେମେନ ଧକ୍କା ହୋଇପାରେ। ତେବେ ପାଣିପାଗ ବିଭାଗ ଆଶଙ୍କା ପ୍ରକାଶ କରିଛି ଯେ ବାତ୍ୟା ତାର ଗତି ପରିବର୍ତ୍ତନ କରିପାରେ। କହିରଖୁ ଯେ, ବାତ୍ୟା ବିପର୍ଯ୍ୟୟ ଆରବ ସାଗରରେ ଉତ୍ତର ଦିଗ ଦେଇ ଯିବାର ଥିଲା କିନ୍ତୁ ଏହାର ରାସ୍ତା ବଦଳାଇ ଗୁଜରାଟର ମାଣ୍ଡବୀ ଏବଂ ପାକିସ୍ତାନର କରାଚୀ ଉପକୂଳରେ ଧକା ହୋଇଥିଲା। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ତଥ୍ୟ ଅନୁଯାୟୀ ବାତ୍ୟା ତେଜ ୟେମେନ ଏବଂ ଓମାନ ଉପକୂଳରେ ଧକ୍କା ହେବ।

ତେବେ ବିଶ୍ୱର ଅନ୍ୟ ପାଣିପାଗ ବିଶେଷଜ୍ଞଙ୍କ କହିବା ମୁତାବକ ଏହି ବାତ୍ୟା ଏହାର ଦିଗ ବଦଳାଇ ପାକିସ୍ତାନ ଏବଂ ଗୁଜରାଟ ଉପକୂଳରେ ଧକ୍କା ହୋଇପାରେ। ସ୍ଥଳଭାଗ ଛୁଇଁଲା ବେଳେ ଏହି ବାତ୍ୟା ପ୍ରଭାବରେ ୬୮-୮୮ ବହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?