ରାଜ୍ୟରେ ବର୍ଷାପବନକୁ ନେଇ IMDଙ୍କ ବଡ଼ ସୂଚନା, କହିଲେ ଆସନ୍ତା ୨୦ ତାରିଖରେ ହେବ…

ଭୁବନେଶ୍ୱର,୧୪ା୯: ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମ୍‌ଡି ଡ.ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁ ୨ ଦିନ ଧରି ବର୍ଷା ହେଉଥିଲା, ତାହା ଧିରେ ଧିରେ କମିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ବିଦର୍ଭରେ କେନ୍ଦ୍ରୀଭୂତ ହୋଇଛି। ତେଣୁ ବର୍ଷାର ପରିମାଣ ବି କମିବ।

ପାର୍ବଣରେ ବର୍ଷା ହେବ କି ନାହିଁ ସେନେଇ ଡ. ମହାପାତ୍ର କହିଛନ୍ତି, ତାହା ଏବେଠୁ ଆକଳନ କରିହେବ ନାହିଁ। କୌଣସି ବାତ୍ୟା କିମ୍ବା ଅବପାତ ସୃଷ୍ଟି ହେବାର ସମ୍ଭାବନା ନାହିଁ। ଓଡ଼ିଶାରୁ ବର୍ତ୍ତମାନ ମୌସୁମୀ ଯିବ ନାହିଁ। ଘୂର୍ଣ୍ଣିବଳୟ ନିକଟତର ହେଲେ ସ୍ଥିତି ବାବଦରେ ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri