୨୦୨୩ରେ ଏକ ତୃତିୟାଂଶ ଦେଶକୁ ବିମୁଦ୍ରିକରଣର ସାମ୍ନା କରିବାକୁ ପଡିପାରେ!

ୱାଶିଂଟନ,୭ ।୧୦: ବିଶ୍ୱର ପ୍ରାୟ ଏକ ତୃତିୟାଂଶ ଦେଶ ୨୦୨୩ରେ ବିମୁଦ୍ରିକରଣର ସାମ୍ନା କରି ପାରନ୍ତି ବୋଲି କହିଛନ୍ତି ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠିର ମୁଖ୍ୟ କ୍ରିଷ୍ଟାଲିନା ଜର୍ଜିଆଭା ଚେତାବନୀ ଦେଇଛନ୍ତି । ସେ କହିଛନ୍ତି ଆସନ୍ତା ବର୍ଷ ଏକ ତୃତିୟାଂଶ ଦେଶ ଦୁଇ ଚତୁର୍ଥାଂଶ ପାଇଁ ବିମୁଦ୍ରିକରଣ ଭଳି ପରିସ୍ଥିତି ଉପୁଜିପାରେ । ଏଭଳି ପରିସ୍ଥିତିରେ ଆଇଏମଏଫ ଏହାର ଆର୍ଥିକ ଆକଳନକୁ ହ୍ରାସ କରିବାକୁ ପ୍ରସ୍ତୁତ ହେଉଛି ।
ଆଇଏମଏଫ ଓ ବିଶ୍ୱ ବ୍ୟାଙ୍କର ବାର୍ଷିକ ବୈଠକ ପୂର୍ବରୁ କ୍ରିଷ୍ଟାଲିନା ଜର୍ଜିଆଭା କହିଛନ୍ତି, ଲୋକଙ୍କ ଆୟର ହ୍ରାସ ଏବଂ ମୁଦ୍ରାସ୍ଫିତିର ବୃଦ୍ଧି ହେଉଛି ଏହାର ମୁଖ୍ୟ କାରଣ ।
ରୁଷିଆ-ୟୁକେନ୍ ଯୁଦ୍ଧ ଯୋଗୁ ଉଚ୍ଚ ଶକ୍ତି ମୂଲ୍ୟ ଏବଂ ଖାଦ୍ୟ ବସ୍ତୁର ମୂଲ୍ୟ ବୃଦ୍ଧି ମୁଦ୍ରା ସ୍ଫିତିର ଚାପକୁ ବଢାଉଛି । ସେ କହିଛନ୍ତି ବିଶ୍ୱର ସମସ୍ତ ଅର୍ଥବ୍ୟବସ୍ଥାର ବିକାଶର ଗତି ମନ୍ଥର ହୋଇଯାଇଛି । ତେଣୁ ଖୁବ୍ କମ ସମୟ ମଧ୍ୟରେ ଅବସ୍ଥା ଖରାପରୁ ଖରାପ ହୋଇପାରେ । ଚାଇନାର ପ୍ରପଟି ମାର୍କେଟରେ ଯେଉଁ ଆର୍ଥିକ ବିପଦ ସୃଷ୍ଟି ହୋଇଛି ସେ ଏହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ନାସାର ବଡ଼ ଘୋଷଣା: ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩ା୭:ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri