ଭାରତକୁ ପ୍ରଶଂସା କଲା ଆଇଏମଏଫ

ଓ୍ବାଶିଂଟନ୍‌,୧୩।୧୦: ବିଶ୍ୱ ବ୍ୟାଙ୍କ ପରେ ବର୍ତ୍ତମାନ ଆଇଏମଏଫ ଅର୍ଥାତ୍‌ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ମଧ୍ୟ ମୋଦି ସରକାରଙ୍କ କ୍ୟାଶ୍‌ ଟ୍ରାନ୍ସଫର ଯୋଜନାକୁ ପ୍ରଶଂସା କରିଛି। ଆଇଏମଏଫ ଭାରତର ଡାରେକ୍ସ ବେନିଫିଟ୍‌ ଟ୍ରାନ୍ସଫର ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମକୁ ପ୍ରଶଂସା କରି ଏହାକୁ ଏକ ଚମତ୍କାର ବୋଲି କହିଛି। କେବଳ ଏତିକି ନୁହେଁ, ଆଇଏମଏଫ ସମଗ୍ର ବିଶ୍ୱକୁ ଭାରତରୁ ଏହା ଶିଖିବାକୁ ପରାମର୍ଶ ଦେଇଛି। ପୂର୍ବରୁ ବିଶ୍ୱ ବ୍ୟାଙ୍କ ମଧ୍ୟ କରୋନା ଅବଧି ବେଳେ କ୍ୟାଶ୍‌ ଟ୍ରାନ୍ସଫର ଯୋଜନା ପାଇଁ ଭାରତକୁ ପ୍ରଶଂସା କରିଥିଲା।
ଆଇଏମଏଫର ଆର୍ଥିକ ବ୍ୟାପାର ବିଭାଗର ଡେପୁଟି ଡାଇରେକ୍ଟର ପାଓଲୋ ମାରୋ ଭାରତରେ କ୍ୟାଶ୍‌ ଟ୍ରାନ୍ସଫର ଯୋଜନାକୁ ପ୍ରଶଂସା କରି କହିଛନ୍ତି, ଭାରତରୁ ଅନେକ କିଛି ଶିଖିବାକୁ ଅଛି। ବିଶ୍ୱର ଅନ୍ୟ କିଛି ଉଦାହରଣରୁ ଆମକୁ ଅନେକ କିଛି ଶିଖିବାକୁ ଅଛି। ଯଦି ମୁଁ ଭାରତର ମାମଲାକୁ ଦେଖେ, ତେବେ ଏହା ବାସ୍ତବରେ ବହୁତ ପ୍ରଭାବଶାଳୀ। ମହିଳା, ବୃଦ୍ଧ ଓ କୃଷକମାନଙ୍କୁ ଦୃଷ୍ଟିରେ ରଖି ସରକାରଙ୍କ ଏହି କାର୍ଯ୍ୟକ୍ରମଗୁଡିକ ପ୍ରସ୍ତୁତ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri