“ଭାରତ ବିଶ୍ୱ ଅଭିବୃଦ୍ଧିର ଏକ ପ୍ରମୁଖ ଇଞ୍ଜିନ”: IMF

ନୂଆଦିଲ୍ଲୀ,୧୬ା୧: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ଭାରତର ଅର୍ଥନୈତିକ ଅଭିବୃଦ୍ଧିକୁ ନେଇ ଏକ ବଡ଼ ଘୋଷଣା କରିଛି। IMF ର ଯୋଗାଯୋଗ ବିଭାଗ ନିର୍ଦ୍ଦେଶିକା ଜୁଲି କୋଜାକ୍ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଭାରତକୁ ବିଶ୍ୱର “ପ୍ରମୁଖ ଅଭିବୃଦ୍ଧି ଇଞ୍ଜିନ” ଭାବେ ବର୍ଣ୍ଣନା କରିଛନ୍ତି।

ଭାରତର ତୃତୀୟ ତ୍ରୈମାସିକ ଅଭିବୃଦ୍ଧି ହାର ଆଶାଠାରୁ ଅଧିକ ରହିଥିବାରୁ IMF ଏହାର ପୂର୍ବ ଅନୁମାନରେ ପରିବର୍ତ୍ତନ କରିବାକୁ ଯାଉଛି। ପୂର୍ବରୁ IMF ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଭାରତର ଜିଡିପି (GDP) ଅଭିବୃଦ୍ଧି ହାର ୬.୬% ରହିବ ବୋଲି ଆକଳନ କରିଥିଲା। ବର୍ତ୍ତମାନର ସ୍ଥିତିକୁ ଦେଖିଲେ ଏହି ପୂର୍ବାନୁମାନ ଆହୁରି ବଢ଼ିପାରେ।

ଦେଶରେ ଘରୋଇ ଉପଭୋଗ ସୁଦୃଢ଼ ରହିଥିବାରୁ ଭାରତର ଅର୍ଥନୀତି ଏତେ ଶକ୍ତିଶାଳୀ ହୋଇପାରିଛି ବୋଲି କୋଜାକ୍ ପ୍ରକାଶ କରିଛନ୍ତି। ଆସନ୍ତା ସପ୍ତାହରେ IMF ତାର ‘ୱାର୍ଲ୍ଡ ଇକୋନୋମିକ ଆଉଟ୍‌ଲୁକ’ ରିପୋର୍ଟ ପ୍ରକାଶ କରିବ, ଯେଉଁଥିରେ ଭାରତର ସଂଶୋଧିତ ଅଭିବୃଦ୍ଧି ହାର ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ।

ବିଶ୍ୱ ଅର୍ଥନୀତିରେ ଅନିଶ୍ଚିତତା ଲାଗି ରହିଥିବା ବେଳେ ଭାରତର ଏହି ସଫଳତା ସମଗ୍ର ବିଶ୍ୱ ପାଇଁ ଏକ ସକାରାତ୍ମକ ସଙ୍କେତ ବୋଲି IMF ମତ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ମୋଟର ସାଇକଲ ଆରୋହୀଙ୍କ ମଙ୍ଗଳବାର ସାରେ…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ…

ଦିଲୀପ ରାୟଙ୍କୁ ସମର୍ଥନ କରିବ କି ସିପିଆଇଏମ୍‌, ପ୍ରେସମିଟ୍‌ କରି କହିଲେ…

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଓଡ଼ିଶା ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ୱାଚନ ହେବାକୁ ଯାଉଛି।…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ବିଶ୍ୱଯୁଦ୍ଧ ପାଇଁ…

ଓ଼୍ବାଶିଂଟନ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ମଙ୍ଗଳବାର (୩ ମାର୍ଚ୍ଚ) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ଆସିଛି ଯେ ଇରାନ…

ଯୁଦ୍ଧ ଭିତରେ ୮ଦେଶ ସହ କଥା ହେଲେ ମୋଦି, ହୋଇପାରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୩।୩: ଇରାନ ଉପରେ ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଏବଂ ଇରାନର ପ୍ରତିଶୋଧ ସହିତ ଆରମ୍ଭ ହୋଇଥିବା ଯୁଦ୍ଧ ପ୍ରତିଦିନ ତୀବ୍ର ହେବାରେ ଲାଗିଛି। ସଂଘର୍ଷର ପରିମାଣ ଏବଂ ପରିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri