ମେଲାଣି ନେଲେ ମା’ ଜଗଜ୍ଜନନୀ

କଟକ ଅଫିସ,୧୭ା୧୦: କରୋନା କଟକଣା ମଧ୍ୟରେ ଶନିବାର କଟକର ଦେବୀଗଡା, ଚହଟା, ଯୋବ୍ରା ମ୍ୟୁଜିୟମ ନିକଟ, କାର୍ତ୍ତିକେଶ୍ୱର ଗଡା, ଘାଟକୁଳ ଆଦି ୬ ସ୍ଥାନରେ ହୋଇଥିବା ଅସ୍ଥାୟୀ ପୋଖରୀରେ ମା’ ଦୁର୍ଗାଙ୍କୁ ବିସର୍ଜନ କରାଯାଇଛି। ସକାଳୁ ସନ୍ଧ୍ୟା ୬ଟା ମଧ୍ୟରେ ଦେବୀଗଡାରେ ପ୍ରାୟ ୮୦ ମୂର୍ତ୍ତି ଓ ଅନ୍ୟ ପୋଖରୀରେ ୧୭ଟି ମୂର୍ତ୍ତି ବିସର୍ଜନ କରାଯାଇଛି। ରବିବାର ପ୍ରାୟ ୨୦ଟି ମୂର୍ତ୍ତି ବିସର୍ଜନ ହେବ ବୋଲି କଟକ ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ କହିଛନ୍ତି ା ସେହିପରି ପୂଜା କମିଟିର ୭ ଜଣ ସଦସ୍ୟ ଭସାଣିରେ ସାମିଲ ହୋଇଥିବାବେଳେ ପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଦେବୀଗଡାଠାରେ ବିସର୍ଜନ ସମୟରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ୍‌ ସିଂ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri