ସହର ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି ପ୍ରବାସୀ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୭।୫(ଡି.ଏନ୍‌.ଏ.): ଗଞ୍ଜାମରେ ବର୍ତ୍ତମାନ କରୋନା ସ୍ଥିତି ଅଣାୟତ ହୋଇପଡ଼ିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କିନ୍ତୁ ଗତବର୍ଷ ଭଳି ଗଞ୍ଜାମ ସହର ମୁଖ୍ୟ ରାସ୍ତା ତ୍ରିବେଣୀ ମଠ ଛକ କିମ୍ବା ସାନବଜାରଠାରେ ପ୍ରଶାସନ ପକ୍ଷରୁ ବ୍ୟାରିକେଟ୍‌ ନିର୍ମାଣ କରାଯାଇନି l ଫଳରେ ବିଭିନ୍ନ ରାଜ୍ୟ ତଥା ରାଜ୍ୟ ବାହାରୁ ଅବାଧରେ ପ୍ରବାସୀମାନେ ସହର ମଧ୍ୟକୁ ପ୍ରବେଶ କରୁଛନ୍ତି। ଯାହା ଗୋଷ୍ଠୀ ସଂକ୍ରମଣ ଆଶଙ୍କାକୁ ଏଡ଼ାଇ ହେବ ନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେୱାଇରେ ସାମିଲ ହେଲା ଖୋର୍ଦ୍ଧା, ୯୮୮କୋଟି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ଅଫିସ,୧୩।୧୨: ଖୋର୍ଦ୍ଧା ଜିଲା ବେଗୁନିଆ ବିଜୁ ପଟ୍ଟନାୟକ ପଡ଼ିଆଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ମୁଖ୍ୟମନ୍ତ୍ରୀ ବିଏସ୍‌କଓ୍ବୋଇ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। ଜିଲାରେ ୪...

ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ଜଳେଶ୍ୱର, ୩ା୨(ଡି.ଏନ.ଏ.) ସମଗ୍ର ରାଜ୍ୟର ୧୦୭ ପୌରପରିଷଦ ଲାଗି ନିର୍ବାଚନ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି ା ଏଥିରେ ବାଲେଶ୍ୱର ଜିଲା ଜଳେଶ୍ୱର ପୌରପାଳିକାର ଅଧ୍ୟକ୍ଷ...

ସିସି କ୍ୟାମେରା ଲଗାଇବାରେ ବିଳମ୍ବ

ଛତ୍ରପୁର,୩୧ା୧୦(ଡି.ଏନ.ଏ)-ଗଞ୍ଜାମ ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ବୁଧବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା...

ମୁଦାଲା ଫେରାର ଘଟଣା: ଜଣେ ଏସଆଇ, ୩ କନେଷ୍ଟବଳ ନିଲମ୍ବିତ

କେନ୍ଦୁଝର,୧୫।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା କୋର୍ଟ ପରିସରରୁ ଦୁଇଜଣ ମୁଦାଲା ଫେରାର ଘଟଣାରେ ପୋଲିସ କୋର୍ଟର ଜଣେ ସିଏସଆଇ ଓ ତିନି ଜଣ କନେଷ୍ଟବଳଙ୍କୁ ଏସପି...

ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର...

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...

ଭିଜିଲାନ୍ସ ଜାଲରେ ୨ ବରିଷ୍ଠ ଯନ୍ତ୍ରୀ ୧.୪୬ ଲକ୍ଷ ଟଙ୍କା ଜବତ

ନୟାଗଡ଼ ଅଫିସ,୧୨ା୧୨: ନୟାଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ-୧ର ନିର୍ବାହୀ ଯନ୍ତ୍ରୀ ଶିଶିର ରଞ୍ଜନ ପୃଷ୍ଟି ଓ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁ...

ଏସ୍‌ସିବିର ୬ ସନ୍ଦିଗ୍ଧଙ୍କ ନମୁନା ନେଗେଟିଭ୍‌

କଟକ ଅଫିସ୍‌,୧୨ା୩: କରୋନା ଭୁତାଣୁରେ ଆକ୍ରାନ୍ତ ହୋଇଥିବା ସନ୍ଦେହରେ ବିଭିନ୍ନ ସମୟରେ କଟକ ଏସ୍‌ସିବି ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ୬ଜଣକ ନମୁନା ରିପୋର୍ଟ ଆସିଯାଇଛି। ସମସ୍ତଙ୍କ...

Advertisement
Archives

Model This Week