କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ମିଳି ନ ଥିଲା ସହାୟତା ରାଶି, ଆନ୍ଦୋଳନ ପରେ ହେଲା ଏମିତି

ଦିଗପହଣ୍ଡି,୨୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗ୍ରାମର କ୍ୱାରାଣ୍ଟାଇନ ସେଣ୍ଟରରେ ରହିଥିବା ପ୍ରବାସୀଙ୍କୁ ଦୀର୍ଘଦିନ ହେଲା ସରକାରୀ ସହାୟତା ଅର୍ଥରାଶି ପ୍ରଦାନ କରାଯାଇ ନ ଥିଲା। ଏ ନେଇ ସେମାନେ ବହୁବାର ଦାବି ଆପତ୍ତି କରିଥିଲେ ସୁଦ୍ଧା ସେମାନଙ୍କୁ ପ୍ରାପ୍ୟ ପ୍ରଦାନରେ ଟାଳଟୁଳ ନୀତି ଅବଲମ୍ବନ କରାଯାଇଥିଲା। ପରେ ଗୁରୁବାର ବହୁ ସଂଖ୍ୟକ ପ୍ରବାସୀ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଟଙ୍କଧର ବେହେରା ସେମାନଙ୍କୁ ପ୍ରାପ୍ୟ ଅର୍ଥରାଶି ପ୍ରଦାନ ପରେ ସେମାନେ ଆନ୍ଦୋଳନରୁ ହଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ୧୮ ହାତୀଙ୍କ ଉପଦ୍ରବ: ଭାଙ୍ଗିଲେ ୩ ଘର

ଯୋଡ଼ା, ୧୨।୩(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ବନପାଳ ଅନ୍ତର୍ଗତ ଜଜାଙ୍ଗଠାରେ ୧୮ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ୩ ଟି ଘର ଭାଙ୍ଗି...

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି।...

ଖଣି କାରବାର ମାମଲା: ଅଭିଯୁକ୍ତ ଦିଲୁ ଯାଜପୁରରୁ ଗିରଫ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଖୋର୍ଦ୍ଧାରେ ଗତ କିଛିଦିନ ହେଲା ଏସ୍‌ଟିଏଫ୍‌ ପକ୍ଷରୁ ଚଢାଉ ଜାରି ରହିଥିବାବେଳେ ଜଣକ ପରେ ଜଣେ ଖଣି ମାଫିଆ ଧରାପଡ଼ୁଛନ୍ତି। ୧୫ଦିନ ତଳେ...

ସରକାରକଁର ଅଜବ୍‌ ନୀତି:ଖରା ଝାଉରେ ସିଝୁଛନ୍‌ ଅଙ୍ଗନଓ୍ବାଡିର ଛାତ୍ରୀଛାତ୍ର

ଜାମଟିକ୍ରା, ୨୨।୫ (ଡି.ଏନ.ଏ):  ମୁଡ଼ଫଟା ଖରା ତାତିର ଲାଗି ରାଏଜ୍‌ ସରକାର ସବୁ ସରକାରୀ ବେସରକାରୀ ସ୍କୁଲ, କଲେଜ ଛୁଟି ଘୋଷନା କରିଛନ୍‌। ହେଲେ ମହିଳା...

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩...

କନ୍ଧମାଳରେ ଦୁଇଦିନିଆ ଶଟ୍‌ଡାଉନ୍‌: ରାସ୍ତାଘାଟ ଶୂନ୍‌ଶାନ୍‌

ବାଲିଗୁଡ଼ା,୪ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାର ସମସ୍ତ ୧୭୮ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ପଡ଼ୋଶୀ ଗଞ୍ଜାମ ଓ ଗଜପତି ଜିଲାରେ ସଂକ୍ରମଣ ଦିନକୁଦିନ...

ନାବାଳିକା ଗଣବଳାତ୍କାର ମାମଲା: ଆଉ ଜଣେ ଗିରଫ

ଯୋଡ଼ା, ୨୮।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଘଟିଥିବା ନାବାଳିକା ବଳତ୍କାର ଘଟଣାରେ ପୋଲିସ ଗୁରୁବାର ଆଉ ଜଣଙ୍କୁ ଗିରଫ କରିଛି। ତାଙ୍କ ନାମ ଅଜିତ କୁମାର...

ଲାଇବ୍ରେରି ବହି କିଣା ପାଇଁ ଚାଲିଛି ଷଡ଼ଯନ୍ତ୍ର

ଜଗତ୍‌ସିଂହପୁର ଅଫିସ, ୨୨ା୮: ବିଦ୍ୟାଳୟ ଲାଇବ୍ରେରି ପାଇଁ ବହି କିଣା ବାବଦରେ ସରକାରୀ ଅନୁଦାନ ଯୋଗାଇ ଦିଆଯାଇଛି। ଏଥିରେ ବିଦ୍ୟାଳୟ କର୍ତ୍ତୃପକ୍ଷ ସେମାନଙ୍କ ପସନ୍ଦର ବହି...

Play 250+ Trending Games
Archives

Model This Week

Why Dharitri