ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇପାରିନାହିଁ। ଜିଲାର ଗୋଡଭଗା, ଅତାବିରା ସମେତ ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ ପଡି ରହିଛି। ଚାଷୀଙ୍କ ବାରମ୍ବାର ଦାବି ସତ୍ତ୍ୱେ ଧାନ ଉଠାଣ ସ୍ବାଭାବିକ ହୋଇ ପାରି ନାହିଁ।ଏହାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି କ୍ରମରେ ଅସନ୍ତୁଷ୍ଟ ଚାଷୀମାନେ ମଙ୍ଗଳବାର ଗୋଡଭଗା ମଣ୍ଡିରେ ସମବେତ ହୋଇଥିଲେ। ସେଠାକୁ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ମାତ୍ର ଆଲୋଚନା ବିଫଳ ହୋଇଥିଲା। ଫଳରେ ଚାଷୀମାନେ ଗୋଡଭଗା ମଣ୍ଡି ସମ୍ମୁଖ ୫୩ନମ୍ବର ଜାତୀୟ ରାଜପଥକୁ ଓହ୍ଲାଇଛନ୍ତି। ଚାଷୀଙ୍କ ରାସ୍ତା ଅବରୋଧ ଯୋଗୁ ଯାନବାହାନ ଚଳାଚଳ ବ୍ୟାହତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri