ରୋଗ ପ୍ରତିରୋଧକ ଶକ୍ତି ଓ ପିଜୁଳି

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସବୁବେଳେ ପ୍ରଖର ରହିବା ଦରକାର। କାରଣ ଏହା ଆମକୁ କେତେକ ରୋଗ କବଳରୁ ଅନେକାଂଶରେ ରକ୍ଷା କରିଥାଏ। ତେବେ ଏଥିପାଇଁ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବାକୁ ପଡ଼େ। ଯଦି ଜଣେ ବ୍ୟକ୍ତି ପ୍ରତିଦିନ ପିଜୁଳି ଖାଆନ୍ତି, ତା’ହେଲେ ତାଙ୍କର ରୋଗ ପ୍ରତିରୋଧକ ଶକ୍ତି ସକ୍ରିୟ ରହିଥାଏ ବୋଲି ନିକଟରେ ଏକ ଗବେଷଣାରୁ ଜଣାପଡ଼ିଛି। କାରଣ ପିଜୁଳି ହେଉଛି ଭିଟାମିନ୍‌ ‘ସି’ର ଏକ ଉତ୍ସ। ତେଣୁ ଏହା ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ ରଖିଥାଏ ବୋଲି ୟୁନିଭର୍ସିଟି ଅଫ୍‌ ସିଡ୍‌ନୀର ପୁଷ୍ଟିବିଜ୍ଞାନୀମାନେ ମତ ଦେଇଛନ୍ତି। ଏହାବ୍ୟତୀତ ପିଜୁଳି ଖାଇବା ଦ୍ୱାରା ମେଦବହୁଳତା ପରି ସମସ୍ୟାରୁ ଜଣେ ନିଜକୁ ଦୂରେଇ ରଖିପାରିବେ। ତା’ ସହ କ୍ୟାନ୍‌ସରକୁ ପ୍ରତିରୋଧ କରିବାର ଶକ୍ତି ପିଜୁଳି ନିକଟରେ ରହିଛି ବୋଲି ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଏହାକୁ ଖାଇବା ଦ୍ୱାରା କୋଷ୍ଠକାଠିନ୍ୟ ସମସ୍ୟା କେତେକାଂଶରେ ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତନ କର୍କଟ ଦୂର ପାଇଁ ଖାଆନ୍ତୁ ଅଖରୋଟ

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୁହାଯାଉଥିବା ଅଖ୍‌ରୋଟ ସ୍ତନ କର୍କଟ ବୃଦ୍ଧିକୁ ରୋକିବାରେ ଏବଂ ସେଥିରୁ ରକ୍ଷା ପାଇବାରେ ବିଶେଷ ସାହାଯ୍ୟ କରିଥାଏ। ‘ନ୍ୟୁଟ୍ରିସନ୍‌ ରିସର୍ଚ୍ଚ’ ପତ୍ରିକାରେ...

ଶିଶୁଙ୍କୁ ଚୁପ୍‌ ନ କରି କିଛି ସମୟ କାନ୍ଦିବାକୁ ଦିଅନ୍ତୁ, କାରଣ…

ଲଣ୍ଡନ: ଜନ୍ମରୁ ଦେଢ଼ ପର୍ଯ୍ୟନ୍ତ ଶିଶୁକୁ କିଛିସମୟ କାନ୍ଦିବାକୁ ଦିଅନ୍ତୁ। ଶିଶୁଟି କାନ୍ଦିବା ସଙ୍ଗେ ସଙ୍ଗେ ତା’ ନିକଟରେ ପହଞ୍ଚିଗଲେ ଏହାର ବିକାଶ ଉପରେ କୁପ୍ରଭାବ...

ଏହି ତେଲ ଲଗାଇଲେ ଜଣା ପଡ଼େନାହିଁ ବୟସ

ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି...

ଆପଣଙ୍କ ସ୍ବାମୀ ରାଗି କି…

ବୈବାହିକ ଜୀବନରେ ସାମାନ୍ୟ କଥାକୁ ନେଇ ସୃଷ୍ଟି ହେଉଥିବା ମନୋମାଳିନ୍ୟ ଏକ ସାଧାରଣ କଥା। ତେବେ ଏହି କାରଣ ନେଇ ଯଦି ସ୍ବାମୀ ରାଗିଯାଆନ୍ତି ଆଉ...

ଲାଳରୁ ଦୂର ହୁଏ ରୋଗ

ନୂଆଦିଲ୍ଲୀ: ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ...

ସହାୟକ ହୋଇପାରେ ୟୁଭି ଲ୍ୟାମ୍ପ୍‌

ନ୍ୟୁୟର୍କ,୧୧ା୫: ବିପଜ୍ଜନକ ଭାଇରସ୍‌କୁ ମାରିବା ପାଇଁ ଷ୍ଟେଶନ, ଉଡ଼ାଜାହାଜ ଓ ସ୍କୁଲଗୁଡ଼ିକରେ ଏକ ନୂଆ ପ୍ରକାର ଅତିବାଇଗଣି (ୟୁଭି) ଲ୍ୟାମ୍ପ୍‌ ବ୍ୟହବାର କରାଯାଇପାରିବ, ଯାହାକି କୋଭିଡ୍‌-୧୯...

ଅମୃତଭଣ୍ଡାର ବି ରହିଛି ଏମିତି ଗୁଣ

ଅମୃତଭଣ୍ଡା ଶରୀର ପାଇଁ ଭଲ ବୋଲି ଡାକ୍ତର କହିଥାଆନ୍ତି। ହେଲେ ଏହାକୁ ଅଧିକ ପରିମାଣରେ ଖାଇଲେ ଏହା ଶରୀରରେ ଅସୁବିଧା ସୃଷ୍ଟି କରିଥାଏ। ଅମୃତଭଣ୍ଡାରେ ପ୍ରଚୁର...

ଏମିତି ଲାଗିବେ ଫ୍ୟାଶନେବଲ୍‌

ମାର୍କେଟ୍‌କୁ ଆସୁଥିବା ନୂଆ ନୂଆ ଆଉଟ୍‌ଫିଟ୍‌କୁ ନେଇ ଏକ୍ସପେରିମେଣ୍ଟ କରିବାରେ ମହିଳାମାନେ ବେଶ୍‌ ଆଗରେ। ହେଲେ କାହା ସହ କେଉଁ ପୋଷକକୁ ପେୟାର କଲେ ଅଧିକ...

Advertisement


Archives

Model This Week