ବାତ୍ୟା ମୋନ୍ଥାର ପ୍ରଭାବ, ଗଞ୍ଜାମରେ ଛେଚିଲା ବର୍ଷା, ଫିକା ପଡ଼ିଲା କାର୍ତ୍ତିକ ସୋମବାର

ଗଞ୍ଜାମ,୨୭।୧୦,(ବିଦ୍ୟାଧର ସାହୁ ): ବାତ୍ୟା ମୋନ୍ଥାର ପ୍ରଭାବରେ ସୋମବାର ସକାଳେ ଗଞ୍ଜାମରେ ବର୍ଷା ଆରମ୍ଭ ହୋଇଛି । ପ୍ରବଳ ବର୍ଷା ଯୋଗୁ ପବିତ୍ର କାର୍ତିକ ମାସ ତୃତୀୟ ସୋମବାର ମଧ୍ୟ ଫିକା ପଡିଛି । ସହର ମଧ୍ୟରେ ଥିବା ବିଭିନ୍ନ ଶୈବ ପୀଠ ଗୁଡିକ ଖାଁ ଖାଁ ଲାଗୁଥିବା ଦେଖିବାକୁ ମିଳିଛି । ପ୍ରଥମ ଓ ଦ୍ୱିତୀୟ ସୋମବାରରେ ମଧ୍ୟ ବର୍ଷା ଯୋଗୁ ଭକ୍ତଙ୍କ ସଂଖ୍ୟା କମିଥିଲା । ଏହି ବର୍ଷା କାରଣରୁ ଶୈବ ପୀଠରେ ଭୋଗ କରିବାକୁ ମାନସିକ ରଖିଥିବା ଭକ୍ତ ମାନେ ନାହିଁ ନଥିବା ହଇରାଣ ହୋଇଛନ୍ତି। ଅନ୍ୟପଟେ ଏହି ବର୍ଷା ଯୋଗୁ ସମୁଦ୍ର କୁଳ ନିକଟ ବର୍ତ୍ତୀ ଅଞ୍ଚଳ ଲୋକେ ଭୟଭୀତ ଥିବା ଜଣା ପଡିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?