ଗଞ୍ଜାମରେ ଗଭୀର ଅବପାତର ପ୍ରଭାବ: NH-516A ରେ ଗଛ ପଡ଼ି ରାସ୍ତା ବନ୍ଦ

ଛତ୍ରପୁର,୨୫।୯(ଦିଲ୍ଲୀପ ସାମଲ) : ଗଭୀର ଅବପାତଜନିତ ଲଗାଣ ବର୍ଷା ପରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଗୁରୁବାର ଠାରୁ ପବନର ବେଗ ବଢ଼ିବାରେ ଲାଗିଛି । ଏହାର ପ୍ରଭାବରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଏକ ବିଦ୍ୟୁତ ଖୁଣ୍ଟି ଉପୁଡ଼ି ଯାଇଛି । କେବଳ ଏତିକି ନୁହେଁ । ଛତ୍ରପୁର ଠାରୁ ଆଇଆରଇଏଲ୍ ଓ ଗୋପଲପୁର ବନ୍ଦରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୫୧୬ଏ ଉପରେ ଟାକିରିଆ ବ୍ରହ୍ମପୁର ନିକଟରେ ଏକ ବିରାଟ ଗଛ ଉପୁଡ଼ି ଯାଇ ଯାତାୟତ ଠପ ହୋଇଯାଇଛି।

ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାରକାରୀ ଯନ୍ତ୍ରପାତି ସହଯୋଗରେ ଗଛ କାଟି ରାସ୍ତା ସଫା କରିବାରେ ଲାଗିଛନ୍ତି । ତେବେ ରାତି ସାରା ପ୍ରବଳ ପବନ ବହୁଥିବାରୁ ଅନ୍ୟ ଅଞ୍ଚଳରେ ଗଛ ଓ ବିଦ୍ୟୁତ ଖୁଣ୍ଟ ଉପୁଡ଼ି ଯାଇଥିବା ଆଶଙ୍କା ରହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?