ଜଙ୍ଗଲ ନିଆଁ ପ୍ରଭାବ: ସୀମାନ୍ତବର୍ତ୍ତୀ ଗାଁ ଧୂଆଁମୟ

ପାଟଣା,୧୧।୩: ଗତ କିଛିଦିନ ଧରି ମୟୂରଭଞ୍ଜ ଜିଲା ଶିମିଳିପାଳ ବନାଞ୍ଚଳ ନିଆଁରେ ଜଳୁଥିବା ବେଳେ ଏହାର ପ୍ରଭାବରେ ତତ୍‌ସଂଲଗ୍ନ କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ ଅଞ୍ଚଳ ଧୂଆଁରେ ଆଚ୍ଛାଦିତ ହୋଇପଡିଛି। ଧୂଆଁ ଏବେ ଅଞ୍ଚଳରେ କୁହୁଡିର ଭ୍ରମ ସୃଷ୍ଟି କରୁଛି। ଏହାଦ୍ୱାରା ଆଖି ଜଳିବା ସହ ପାଣି ବାହାରୁଥିବା ଲୋକେ ପ୍ରକାଶ କରିଛନ୍ତି। ବିଶେଷ କରି ପାଟଣା ରେଞ୍ଜ ଦାମାହୁଦା, ମାଛଗଡ଼, ଗୋଜାପଥର, ବେଲସରେଇ, ଉଚ୍ଚାଟାଙ୍ଗର ଆଦି ଗ୍ରାମର ଲୋକେ ଏଥିରେ ପ୍ରଭାବିତ ହୋଇଛନ୍ତି। ଧୂଆଁ ଫଳରେ ବାଇକ୍‌ ଚାଳକ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri