କୋରାପୁଟ ଜିଲାରେ ଭାରତ ବନ୍ଦ ପ୍ରଭାବ: ଯାନବାହନ ଚଳାଚଳ ଠପ୍‌

କୋରାପୁଟ,୨୬।୧୧(ସ୍ବ.ପ୍ର.) କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରା ଯୋଗୁ କୋରାପୁଟ ଜିଲାରେ ଆଂଶିକ ପ୍ରଭାବ ଦେଖିବାକୁ ମିଳିଛି । ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ବ୍ୟାଙ୍କଗୁଡିକ ବନ୍ଦ ରହିଥିବା ବେଳେ କେତେକ ସ୍ଥାନରେ ଦୋକାନବଜାର ବନ୍ଦରହିଛି। ସକାଳୁ ପ୍ରାୟ ସବୁଠି ପିକେଟିଂ, ରାସ୍ତାରୋକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା,...

ଛାତ୍ରମୃତ୍ୟୁ ଘଟଣା, ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦ: ବରଗଡ଼ ବନ୍ଦକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ,୩୦।୭: ବରଗଡ ଛାତ୍ରମୃତ୍ୟୁ ଘଟଣା ଏବଂ ନ୍ୟାୟ ଦାବି କରୁଥିବା ଲୋକଙ୍କ ଉପରେ ପୋଲିସର ଆକ୍ରୋଶମୂଳକ କାର୍ଯ୍ୟାନୁଷ୍ଠାନକୁ ନେଇ ଆନ୍ଦୋଳନ ତେଜି ଉଠିଛି। ବରଗଡ଼...

ନୀଳାଚଳ ଇସ୍ପାତ୍‌ ଘରୋଇକରଣ ପ୍ରସଙ୍ଗ: ଦ୍ୱନ୍ଦ୍ୱରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୩ା୨: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ୍‌ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)କୁ କିଣିବା ପାଇଁ ଟାଟା ଷ୍ଟିଲ ଲଙ୍ଗ ପ୍ରଡକ୍ଟ (ଟିଏସ୍‌ଏଲ୍‌ପି) ସର୍ବୋଚ୍ଚ...

ଦୋଳ ଉତ୍ସବରେ ବାଦଦଣ୍ଡ ପ୍ରତିଯୋଗିତା

ବନ୍ତଳା, ୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମରେ ସୋମବାର ଦୋଳ ଉତ୍ସବ ମହାସମାରୋହରେ ପାଳିତ ହେଉଛି। ରାଧାକୃଷ୍ଣ ସ୍ବତନ୍ତ୍ର ବିମାନରେ ଏକ ବିରାଟ...

ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଯୁବକ ମୃତ

ଜଗନ୍ନାଥପ୍ରସାଦ,୨୧।୫(ଡି.ଏନ.ଏ.)-ନିର୍ବନ୍ଧର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମଙ୍ଗଳବାର ଜଣେ ଯୁବକଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ୨୧ନଂ. ରାଜ୍ୟ...

୧୫ଦିନ ସମୟ ଦେଲା ପ୍ରଶାସନ

ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ...

ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି...

ବିଦ୍ୟୁତ୍‌ ଆଘାତରେ ଦନ୍ତାହାତୀର ଜୀବନ ଗଲା

ଭଞ୍ଜନଗର,୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଲାଠିପଡ଼ା ବିଟ୍‌ ଢଉପଲ୍ଲୀ କାଜୁ ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି।...

Advertisement
Archives

Model This Week